Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବହିନ୍ଦୀ ପରିଷଦ ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ମୁଖ୍ୟଅତିଥି ହେଲେ ରାଜ୍ୟପାଳ
ଆଜିର ଖବର

ବିଶ୍ବହିନ୍ଦୀ ପରିଷଦ ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ମୁଖ୍ୟଅତିଥି ହେଲେ ରାଜ୍ୟପାଳ

November 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
: Governor, CM Congratulate Players on Success in Khelo India Tribal Games
: Governor, CM Congratulate Players on Success in Khelo India Tribal Games

ଭୁବନେଶ୍ଵର: ହିନ୍ଦୀ କେବଳ ଭାବନାର ଭାଷା ନ ହୋଇ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଓ ପ୍ରଗତିର ଭାଷା ହେଉ ବୋଲି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି। ରାଜଭବନର ନ୍ୟୁ ଅଭିଶେକ ହଲଠାରେ ବିଶ୍ବହିନ୍ଦୀ ପରିଷଦ ଓଡିଶା ପ୍ରାନ୍ତ ଆନୁକୂଲ୍ୟରେ ଆୟୋଜିତ ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହା କହିଛନ୍ତି। ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଛନ୍ତି ଯେ, ଗତ ଦଶନ୍ଧି ଧରି ଏହି ସଂଗଠନ ହିନ୍ଦୀ ଭାଷାର ପ୍ରଚାର, ପ୍ରସାର ଏବଂ ସମୃଦ୍ଧି ପାଇଁ କାର୍ଯ୍ୟ କରି ଆସୁଛି। ଶ୍ରୀ ୱାଇ ଲକ୍ଷ୍ମୀ ପ୍ରସାଦରଙ୍କ ପ୍ରେରଣା ଦାୟକ ନେତୃତ୍ବରେ ପରିଷଦ ହିନ୍ଦୀକୁ ନବସୃଜନର ଭାଷା ଭାବରେ ପ୍ରତିଷ୍ଠିତ କରିବାରେ ପ୍ରଶଂସନୀୟ କାର୍ଯ୍ୟ କରିଛି।

ଏହି ଅବସରରେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବିଶ୍ବ ହିନ୍ଦୀ ପରିଷଦର ସଭାପତି ପଦ୍ମଭୂଷଣ ୱାଇ ଲକ୍ଷ୍ମୀ ପ୍ରସାଦ, ସାଧାରଣ ସଂପାଦକ ଡକ୍ଟର ବିପିନ କୁମାର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଶ୍ବ ହିନ୍ଦୀ ପରିଷଦର ନୂଆ ଦିଳ୍ଲୀର ଉପସଭାପତି ଦେବୀ ପ୍ରସାଦ ମିଶ୍ର ଧନ୍ୟବାଦ ଦେଇଥିଲେ। ବିଭିନ୍ନ ସରକାରୀ ଯୋଜନା ଉପରେ ଆଧାରିତ ପୁସ୍ତକ ଉନ୍ମୋଚିତ ହୋଇଥିଲା।

Raj Bhawan Vishwa Hindi Parishad ଓଡିଶା ପ୍ରାନ୍ତ ବିଶ୍ବହିନ୍ଦୀ ପରିଷଦ ସ୍ବତନ୍ତ୍ର ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Latest News

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.