Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ଦୁର୍ଘଟଣା ଗ୍ରସ୍ତ ହେଲା ବସ୍‌ : 7 ମୃତ
ଆଜିର ଖବର

ବିହାରରେ ଦୁର୍ଘଟଣା ଗ୍ରସ୍ତ ହେଲା ବସ୍‌ : 7 ମୃତ

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ପୂର୍ଣ୍ଣିଆରେ ଦୁର୍ଘଟଣାଗ୍ରସ୍ତ ହୋଇ ଏକ ଯାତ୍ରୀବାହୀ ବସ ଜଳିଯାଇଛି । ଏହି ଅଘଟଣରେ 7 ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାନେଇ ଆଶଙ୍କା ରହିଛି । ବସଟି ମୁଜାଫରପୁରରୁ ସିଲିଗୁଡି ଯାଉଥିଲା । ଅଘଟଣରେ ଆହତ ବ୍ୟକ୍ତିଙ୍କୁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ବିହାରର ପୂର୍ଣ୍ଣିଆ ବସଷ୍ଟାଣ୍ଡ ନିକଟରେ ଏକ ଡିଭାଇଡରରେ ପିଟିହେବା ଫଳରେ ବସରେ ନିଆଁ ଲାଗି ଯାଇଥିଲା । ସେହି ସମୟରେ ବସରେ ପ୍ରାୟ 45ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ 20-25 ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ସଦର ହସ୍ପିଟାଲରେ ଭର୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ପହଞ୍ଚିଲେ ରୁଷ୍‌ ରାଷ୍ଟ୍ରପତି ପୁଟିନ: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026
Latest News

ଦିଲ୍ଲୀରେ ପହଞ୍ଚିଲେ ରୁଷ୍‌ ରାଷ୍ଟ୍ରପତି ପୁଟିନ: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ଯାଏଁ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.