Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ନିର୍ବାଚନ ମଣ୍ଡଳିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜିର ଖବର

ଚିଲିକା ନିର୍ବାଚନ ମଣ୍ଡଳିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

November 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳି
ଚିଲିକା ନିର୍ବାଚନ ମଣ୍ଡଳିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ପୃଥୀରାଜନ ହରିଚନ୍ଦନ

ଭୁବନେଶ୍ବର: ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସୋମବାର ଦିନ ଚିଲିକା ନିର୍ବାଚନ ମଣ୍ଡଳିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେ ଚିଲିକାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମକୁ ସମୀକ୍ଷା କରିବା ସହିତ ଭିନ୍ନ ଭିନ୍ନ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ସେ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଲକ୍ଷ୍ମୀମନ୍ଦିର ଉନ୍ନତି କରଣ ପ୍ରକଳ୍ପର ଉଦଘାଟନ କରିଥିଲେ।

ମନ୍ତ୍ରୀ ଚାଷଙ୍ଗରରେ ପହଞ୍ଚିବା ପରେ ପ୍ରଥମେ ତାଙ୍କୁ ଗ୍ରାମବାସୀଙ୍କ ତରଫରୁ ସ୍ବାଗତ କରାଯାଇଥିଲା। ଏହାପରେ ସେ ପତିତପାବନ ଦେବଙ୍କୁ ଦର୍ଶନ କରିଥିଲେ। ସେଠାରେ ଆୟୋଜିତ ହେଉଥିବା ଅଷ୍ଟପ୍ରହରୀ ନାମ ଯଜ୍ଞରେ ମଧ୍ୟ ସେ ସାମିଲ ହୋଇ ହରି ନାମ ଉଚ୍ଚାରଣ କରି ଝାଞ୍ଜ ବଜାଇଥିଲେ।

ଏହାପରେ ସେ ନିମିକ୍ଷେତା ଗ୍ରାମ ପଞ୍ଚାୟତ ତରଫରୁ ନିର୍ମାଣ କରାଯାଇଥିବା ଲକ୍ଷ୍ମୀ ମନ୍ଦିର ଚତୁଃପାର୍ଶ ଉନ୍ନତି କରଣ ପ୍ରକଳ୍ପକୁ ଶୁଭ ଉଦଘାଟନ କରିଥିଲେ। ମନ୍ତ୍ରୀଙ୍କ ଗସ୍ତ ଅବସରରେ ଗ୍ରାମବାସୀଙ୍କ ତରଫରୁ ଦାବୀ ପତ୍ର ପ୍ରଦାନ କରାଯିବା ସହିତ ତାଙ୍କ ସହିତ ଗ୍ରାମବାସୀମାନେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ବିଶ୍ବବିହାରୀ ଗୁରୁ, ସମିତି ସଭ୍ୟା  ଶ୍ରୀମତୀ ଝରଣା ଲେଙ୍କା ଏବଂ ଚାଷଙ୍ଗରା ଗ୍ରାମବାସୀମାନେ ଉପସ୍ଥିତ ଥିଲେ।

ଚାଷଙ୍ଗରା ଚିଲିକା ନିର୍ବାଚନ ମଣ୍ଡଳି ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Latest News

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଆମେରିକା ସହିତ ଯୁଦ୍ଧ ମଧ୍ୟରେ ଭାରତକୁ ଶକ୍ତିଶାଳୀ ବାର୍ତ୍ତା ପଠାଇଲା ଇରାନ: ଜାଣନ୍ତୁ….

April 2, 2026

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.