Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେନ୍‌ସେକ୍ସରେ 675 ପଏଣ୍ଟ ହ୍ରାସ
ଆଜିର ଖବର

ସେନ୍‌ସେକ୍ସରେ 675 ପଏଣ୍ଟ ହ୍ରାସ

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Markets in panic: Sensex plunges 700 points, Fear index jumps 16%
Markets in panic: Sensex plunges 700 points, Fear index jumps 16%

ଭାରତୀୟ ସେୟାର ବଜାର ସୋମବାର ବଡ କ୍ଷତିର ସମ୍ମୁଖୀନ ହୋଇଛି । ଅନ୍ତର୍ଜାତୀୟ ବଜାର ତଳୁଆ ରହିବା ଫଳରେ ସେନ୍‌ସେକ୍ସ 675 ପଏଣ୍ଟ ତଳୁଆ ରହିଥିବା ବେଳେ ନିଫ୍‌ଟି 150 ପଏଣ୍ଟ ତଳୁଆ ରହିଛି । ସେନ୍‌ସେକ୍ସ 674.81 ପଏଣ୍ଟ ତଳକୁ ଖସି 36443.41 ପଏଣ୍ଟରେ ରହିଥିବା ବେଳେ ନିଫ୍‌ଟୀ 149.35 ପଏଣ୍ଟ ତଳକୁ ଖସି 10848 ପଏଣ୍ଟରେ ପହଞ୍ଚିଛି । ଏନ୍‌ଏସ୍‌ଇର 1839 କମ୍ପାନୀ ମଧ୍ୟରୁ 1600 କମ୍ପାନୀର ଅଂଶଧନ ମୂଲ୍ୟ ତଳୁଆ ରହିଥିବା ବେଳେ 200 କମ୍ପାନୀର ଅଂଶଧନ ମୂଲ୍ୟ ଉପରକୁ ଉଠିଛି । ୟେସ୍‌ ବ୍ୟାଙ୍କ ଏହି ସମୟରେ 9 ପ୍ରତିଶତ କ୍ଷତି ସହିଥିବା ବେଳେ ଟାଟା ମୋଟର୍ସ, ବେଦାନ୍ତ, ଆଇସିଆଇସିଆଇ, ଓଏନ୍‌ଜିସି ଏବଂ ରିଲାଏନ୍ସ 3ରୁ 5.4 ପ୍ରତିଶତ ମଧ୍ୟରେ କ୍ଷତି ସହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026
Latest News

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.