Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ କଳା ଦିବସ : ମେହବୁବା ମୁଫ୍‌ତି
ଆଜିର ଖବର

ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ କଳା ଦିବସ : ମେହବୁବା ମୁଫ୍‌ତି

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି । ଅଗଷ୍ଟ 5 ତାରିଖ ଭାରତୀୟ ଗଣତନ୍ତ୍ର ପାଇଁ ଏକ କଳା ଦିବସ ବୋଲି ଟ୍ବିଟ୍‌ କରି କହିଛନ୍ତି ମେହବୁବା ମୁଫ୍‌ତି । 1947ରେ ଦୁଇ ରାଷ୍ଟ୍ରୀୟ ନୀତିକୁ ପ୍ରତ୍ୟାଖ୍ୟାନ ଏବଂ ଭାରତ ସହିତ ଏକତ୍ର ରହିବାର ନିଷ୍ପତ୍ତିର ପରିଣାମ ଆଜି ଭୋଗିବାକୁ ପଡିଛି । ଆଜି କେନ୍ଦ୍ର ସରକାର ଧାରା 370 ଏବଂ 35 ଏ ଉଠାଇବା ସହିତ ଜମ୍ମୁ କାଶ୍ମୀର ଏବଂ ଲଦାଖକୁ ଅଲଗା ଅଲଗା କେନ୍ଦ୍ରଶାସିତ ଅଞ୍ଚଳ ଭାବରେ ଘୋଷଣା କରିଥିଲେ । ଏହି ଘୋଷଣାକୁ ଅସାମ୍ବିଧାନିକ ଭାବେ ଅଭିହିତ କରି ଟ୍ବିଟ୍‌ କରିଛନ୍ତି ଏହି ପିଡି ନେତ୍ରୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ । ଅନ୍ୟ ଏକ ଟ୍ବିଟ୍‌ରେ ମୁଫ୍‌ତି ଭାରତ କାଶ୍ମୀରରେ ନିଜର ପ୍ରତିଶ୍ରୁତି ପୂରଣରେ ବିଫଳ ହୋଇଛି ଏବଂ ଲୋକଙ୍କୁ ଭୟଭୀତ କରାଇ ଜବରଦସ୍ତି ଏହି ନିୟମ ଲାଗୁ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Latest News

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.