Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଳା କାଟି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଗଳା କାଟି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆତ୍ମହତ୍ୟା ଉଦ୍ୟମ
ଗଳା କାଟି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ବୁରୁଫଡା ଗ୍ରାମର ସୁଦର୍ଶନ ଯେନା ନାମରେ ଜଣେ ବୃଦ୍ଧ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରି ବିଫଳ ହୋଇ ଗୁରୁତର ଅବସ୍ଥାରେ ରକ୍ତ ଜୁଡୁବୁଡୁ ହୋଇ ନିଜ ଘରେ ଛଟପଟ ହେଉଥିଲେ। ଏତିକି ବେଳେ ବାହାରକୁ ଯାଇ ଘରକୁ ଫେରି ପରିବାର ଲୋକେ ବୃଦ୍ଧଙ୍କ ଏହି ଭଳି ଅବସ୍ଥା ଦେଖି ଚିକିତ୍ସା ପାଇଁ ସଙ୍ଗେ ସଙ୍ଗେ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ପରିବାର ଲୋକଙ୍କ ସହ ଆଲୋଚନା କରି ଘଟଣାର ତଦନ୍ତ ଆରମ୍ଭ କରିଛି।

BJP Ads
ଆତ୍ମହତ୍ୟା ଉଦ୍ୟମ ଗୁରୁତର ଅବସ୍ଥା ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସାମୁହିକ ସଂଗୀତ କାର୍ଯ୍ୟକ୍ରମ ସହିତ “ବନ୍ଦେ ମାତରମ୍”ର ୧୫୦ ବର୍ଷ ପାଳନ କଲା ପୂର୍ବତଟ ରେଳପଥ

November 7, 2025

ସୁଟିଂ କ୍ରୀଡା ପାଇଁ ଆର୍ମି ମାର୍କସମ୍ୟାନସିପ୍ ୟୁନିଟ୍ ସହ ବୁଝାମଣା କଲା ରିଲାଏନ୍ସ ଫାଉଣ୍ଡେସନ୍

November 7, 2025

ନୂଆପଡାରେ ପ୍ରଚାର ଜୋରଦାର, ପୁଣିଥରେ ଶକ୍ତି ଦେଖାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

November 7, 2025

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟି-୨୦ ମ୍ୟାଚ୍: ଜାଣନ୍ତୁ ବ୍ରିସବେନ ଗ୍ରାଉଣ୍ଡର ରେକର୍ଡ

November 7, 2025
Jindal Ads
BJP Ads
Latest News

ସାମୁହିକ ସଂଗୀତ କାର୍ଯ୍ୟକ୍ରମ ସହିତ “ବନ୍ଦେ ମାତରମ୍”ର ୧୫୦ ବର୍ଷ ପାଳନ କଲା ପୂର୍ବତଟ ରେଳପଥ

November 7, 2025

ସୁଟିଂ କ୍ରୀଡା ପାଇଁ ଆର୍ମି ମାର୍କସମ୍ୟାନସିପ୍ ୟୁନିଟ୍ ସହ ବୁଝାମଣା କଲା ରିଲାଏନ୍ସ ଫାଉଣ୍ଡେସନ୍

November 7, 2025

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ନୂଆପଡାରେ ପ୍ରଚାର ଜୋରଦାର, ପୁଣିଥରେ ଶକ୍ତି ଦେଖାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

November 7, 2025

ଭାରତର ବିକାଶଧାରାକୁ ତ୍ୱରାନ୍ୱିତ କରିବା ଲାଗି ବିଶ୍ୱସ୍ତରୀୟ ସଡ଼କ ଭିତ୍ତିଭୂମି ନିର୍ମାଣ ଜରୁରୀ: ନୀତିନ ଗଡ଼କରୀ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.