Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଳା କାଟି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଗଳା କାଟି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
hinjili police
ପୁଅ ବାହାଘର ଭୋଜି ପୁର୍ବରୁ ଗାଡ଼ି ଧକ୍କାରେ ପିତାଙ୍କର ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ବୁରୁଫଡା ଗ୍ରାମର ସୁଦର୍ଶନ ଯେନା ନାମରେ ଜଣେ ବୃଦ୍ଧ ଗଳା କାଟି ଆତ୍ମହତ୍ୟା ଉଦ୍ୟମ କରି ବିଫଳ ହୋଇ ଗୁରୁତର ଅବସ୍ଥାରେ ରକ୍ତ ଜୁଡୁବୁଡୁ ହୋଇ ନିଜ ଘରେ ଛଟପଟ ହେଉଥିଲେ। ଏତିକି ବେଳେ ବାହାରକୁ ଯାଇ ଘରକୁ ଫେରି ପରିବାର ଲୋକେ ବୃଦ୍ଧଙ୍କ ଏହି ଭଳି ଅବସ୍ଥା ଦେଖି ଚିକିତ୍ସା ପାଇଁ ସଙ୍ଗେ ସଙ୍ଗେ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ପରିବାର ଲୋକଙ୍କ ସହ ଆଲୋଚନା କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆତ୍ମହତ୍ୟା ଉଦ୍ୟମ ଗୁରୁତର ଅବସ୍ଥା ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.