Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲେ CEO
ଆଜିର ଖବର

୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲେ CEO

November 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CEO
୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା: ନିର୍ଦ୍ଦେଶାବଳୀ ଜାରି କଲେ CEO

ଭୁବନେଶ୍ଵର: ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା ଜାରି କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ଏ ସଂପର୍କରେ ସୂଚନା ଦେଇଛନ୍ତି।

ନିର୍ବାଚନରେ ସ୍ବଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତି ପରିବେଶ ସୃଷ୍ଟି କରିବା ନିମନ୍ତେ ଏଭଳି କଟକଣା ଜାରି କରାଯାଇଛି ବୋଲି କହିଛନ୍ତି। ନିର୍ଦ୍ଦେଶନାମାର ସର୍ତ୍ତାବଳୀ ଅନୁସାରେ ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ଅବଧି ଅର୍ଥାତ ନିରବ ଅବଧି ପାଳନ କରାଯିବ। ଏହି ସମୟ ମଧ୍ୟରେ କୌଣସି ରାଜନୈତିକ ପ୍ରଲୋଭନ କିମ୍ବା ପ୍ରଚାର ଦ୍ବାରା ପ୍ରଭାବିତ ନ ହୋଇ ମତଦାତାମାନଙ୍କୁ ନିରପେକ୍ଷ ଭାବେ ମତଦାନ ପାଇଁ ନିଷ୍ପତ୍ତି ନେବାର ସୁଯୋଗ ଦିଆଯିବ।

ସେହିଭଳି ରାଜନୈତିକ କାର୍ଯ୍ୟକର୍ତ୍ତାମାନେ ସଂପୃକ୍ତ ନିର୍ବାଚନମଣ୍ଡଳୀରେ ଏହି ଅବଧିରେ ରହିପାରିବେ ନାହିଁ। ଏଥିନିମନ୍ତେ ନୂଆପଡ଼ାର ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ceo ନିର୍ଦ୍ଦେଶାବଳୀ ଜାରି ନିର୍ବାଚନ ପ୍ରଚାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025

କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

November 8, 2025

ବର୍ଷା ଧୋଇଦେବ ଭାରତ-ଅଷ୍ଟ୍ରେଲିଆ ପଞ୍ଚମ ଟି-୨୦ ମ୍ୟାଚ୍?: ଜାଣନ୍ତୁ ବ୍ରିସବେନରେ କିପରି ରହିବ ପାଗ?

November 8, 2025
Latest News

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025

କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

November 8, 2025

ବର୍ଷା ଧୋଇଦେବ ଭାରତ-ଅଷ୍ଟ୍ରେଲିଆ ପଞ୍ଚମ ଟି-୨୦ ମ୍ୟାଚ୍?: ଜାଣନ୍ତୁ ବ୍ରିସବେନରେ କିପରି ରହିବ ପାଗ?

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.