Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡ଼ା ଜିଲ୍ଲାରେ ହକିର ୧୦୦ବର୍ଷ ପୂର୍ତ୍ତି ଆନୁଷ୍ଠାନିକ ଭାବେ ପାଳିତ
ଆଜିର ଖବର

ଝାରସୁଗୁଡ଼ା ଜିଲ୍ଲାରେ ହକିର ୧୦୦ବର୍ଷ ପୂର୍ତ୍ତି ଆନୁଷ୍ଠାନିକ ଭାବେ ପାଳିତ

November 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Jharsuguda
Jharsuguda: celebration on 100 years Hockey in district

ଝାରସୁଗୁଡ଼ା: ଜାତୀୟ କ୍ରୀଡ଼ା ହକିକୁ ୧୦୦ବର୍ଷ ପୂରିଛି। ଶୁକ୍ରବାର ହକିର ୧୦୦ବର୍ଷ ପୂର୍ତ୍ତିକୁ ଝାରସୁଗୁଡ଼ା ଜିଲ୍ଲାରେ ଆନୁଷ୍ଠାନିକ ଭାବେ ପାଳନ କରାଯାଇଛି। ଜିଲ୍ଲାପାଳ କୁନାଳ ମୋତିରାମ ଚୌହାନଙ୍କ ତତ୍ତ୍ବାବଧାନରେ ଜିଲ୍ଲାର ସମସ୍ତ ବ୍ଲକରେ ୧୦୦ବର୍ଷ ସ୍ମାରକୀ ସ୍ବରୂପ ହକି କ୍ରୀଡ଼ାର ଆୟୋଜନ କରାଯାଇଥିଲା। ସେହିଭଳି ଅନ୍ୟ ୫ଟି ବ୍ଲକ ଲଇକେରା, କୋଲାବିରା, କିରିମିରା ଏବଂ ବେଲପାହାଡ଼ରେ ଆୟୋଜନ କରାଯାଇଥିଲା ଅନ୍ୟ କେତେ ଗୁଡ଼ିଏ ମ୍ୟାଚ୍।

ଝାରସୁଗୁଡ଼ା ବ୍ଲକର ନବୋଦୟ ବିଦ୍ୟାଳୟ ପଡ଼ିଆରେ ଆୟୋଜିତ ହକି ଖେଳକୁ ସ୍ଥାନୀୟ ବିଡିଓ ଅନୀଲ ଆଚାର୍ଯ୍ୟ ଶୁଭାରମ୍ଭ କରିଥିଲେ। ଆଗାମୀ ଦିନରେ ହକି ପ୍ରତି ଅଧିକ କ୍ରୀଡ଼ାବିତଙ୍କୁ ଆକୃଷ୍ଟ କରିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁପ୍ରକାର ସୁବ୍ୟବସ୍ଥା କରାଯାଉଛି ବୋଲି ଜିଲ୍ଲାପାଳ କହିଛନ୍ତି।

hockey jharsuguda ଆନୁଷ୍ଠାନିକ ଭାବେ ପାଳିତ ଝାରସୁଗୁଡା ଜିଲ୍ଲା ହକିର ୧୦୦ବର୍ଷ ପୂର୍ତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.