Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ
ଆଜିର ଖବର

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଥଯାତ୍ରା
ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

 

ପୁରୀ: ଗତ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ହୋଇଥିବା ଦଳାଚକଟା ଘଟଣାରେ ୭ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରାଯାଇଛି। ଗତ ୨୯ ଜୁନ୍ରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଦଳାଚକଟା ହୋଇଥିଲା। ଏଥିରେ ୩ଜଣ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ହୋଇଥିଲା। ଏହାପରେ ଉନ୍ନୟନ କମିଶନରଙ୍କ ନେତୃତ୍ବରେ ଏକ ତଦନ୍ତ କମିଟି ଗଠନ କରାଯାଇଥିଲା। ଏହି ତଦନ୍ତ କମିଟି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ କର୍ତ୍ତବ୍ୟରେ ଅବହେଳା କରିଥିବା ୭ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରିପୋର୍ଟ ଦାଖଲ କରିଥିଲେ।

ଏହି ରିପୋର୍ଟକୁ ଆଧାର କରି ଗୃହବିଭାଗ ଅତିରିକ୍ତ ସଚିବ ସୌମେନ୍ଦ୍ର ପାତ୍ର ସଂପୃକ୍ତ ୭ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସ ଡିଜିଙ୍କୁ ପତ୍ର ଲେଖିଛନ୍ତି। ଏହି ୭ ଅଧିକାରୀ ହେଲେ କୋରାପୁଟ ଓଏସଏପି ତୃତୀୟ ବାଟାଲିୟନ କମାଣ୍ଡାଣ୍ଟ ଅଜୟ କୁମାର ପାଢୀ, କଟକ-ଭୁବନେଶ୍ବର କମିଶନରେଟ ପୁଲିସ ଡିସିପି ବିଷ୍ଣୁପ୍ରସାଦ ପତି, ପୁରୀ ଜିଲ୍ଲା ପୁଲିସ ଅଧିକାରୀ ତାପସ ରଞ୍ଜନ ଦାସ, କେକେ ନାୟକ, ଡିଏସପି ପ୍ରଶାନ୍ତ କୁମାର ସାହୁ, କୁମ୍ଭାରପଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ଛତ୍ରପୁର ଓଏସଏପି ତୃତୀୟ ବାଟାଲିୟନ କମାଣ୍ଡାଣ୍ଟ ସାରଦା ପ୍ରସାଦ ଦାସ।

 

ଦଳାଚକଟା ଘଟଣା ରଥଯାତ୍ରା ଶ୍ରୀଗୁଣ୍ଡିଚା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବନାମ ନ୍ୟୁଜିଲାଣ୍ଡ ପଞ୍ଚମ ଟି-୨୦ କେବେ ଏବଂ କେଉଁଠି ହେବ? ଜାଣନ୍ତୁ ସମସ୍ତ ବିବରଣୀ

January 30, 2026

ଏନସିପି ମିଶ୍ରଣର ବଡ଼ ସଙ୍କେତ: ମହାରାଷ୍ଟ୍ରର ପରବର୍ତ୍ତୀ ଉପମୁଖ୍ୟମନ୍ତ୍ରୀ ନିର୍ଣ୍ଣୟ କରିବେ ଶରଦ ପାୱାର!

January 30, 2026

ଷଷ୍ଠ ବିଜୟ ସହିତ ଫାଇନାଲ ସ୍ଥାନ ସୁରକ୍ଷିତ କଲା ବେଙ୍ଗାଲୁରୁ, ହାରିସ୍ ଏବଂ ମନ୍ଧାନାଙ୍କ ଚମତ୍କାର

January 30, 2026

ପିଟି ଉଷାଙ୍କ ସ୍ୱାମୀ ଭି. ଶ୍ରୀନିବାସନଙ୍କ ଦେହାନ୍ତ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶୋକ ପ୍ରକାଶ

January 30, 2026
Latest News

ଅଜିତ ପାୱାରଙ୍କ ମୃତ୍ୟୁ ପରେ ଏହି ଚାରୋଟି ପ୍ରଶ୍ନ, ମହାରାଷ୍ଟ୍ରର ନିର୍ଣ୍ଣୟ କରିବ ରାଜନୈତିକ ଭବିଷ୍ୟତ?

January 30, 2026

ଭାରତ ବନାମ ନ୍ୟୁଜିଲାଣ୍ଡ ପଞ୍ଚମ ଟି-୨୦ କେବେ ଏବଂ କେଉଁଠି ହେବ? ଜାଣନ୍ତୁ ସମସ୍ତ ବିବରଣୀ

January 30, 2026

“ସ୍ୱେଚ୍ଛାଚାରିତା ଦ୍ୱାରା ସମସ୍ୟାର ସମାଧାନ ହେବ ନାହିଁ…”: ଜାତିସଂଘ ମୁଖ୍ୟଙ୍କ ଟ୍ରମ୍ପ ଏବଂ ଜିନପିଙ୍ଗଙ୍କୁ ଟାର୍ଗେଟ

January 30, 2026

“ଗୋମାଂସ ବିକ୍ରୟ କରି ରାମରାଜ୍ୟ ପ୍ରତିଷ୍ଠା କରିବ?”: ଯୋଗୀ ସରକାରଙ୍କୁ ଚେତାବନୀ ଦେଲେ ଶଙ୍କରାଚାର୍ଯ୍ୟ

January 30, 2026

ଏନସିପି ମିଶ୍ରଣର ବଡ଼ ସଙ୍କେତ: ମହାରାଷ୍ଟ୍ରର ପରବର୍ତ୍ତୀ ଉପମୁଖ୍ୟମନ୍ତ୍ରୀ ନିର୍ଣ୍ଣୟ କରିବେ ଶରଦ ପାୱାର!

January 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.