Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ
ଆଜିର ଖବର

କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ

November 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କବି ତଥା ବିଜେପି ନେତା ଶଙ୍କର
କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ
ଭୁବନେଶ୍ବର: ଆଜି ପୁରୀ ଜିଲ୍ଲା ବାଲିପୁଟ ପଞ୍ଚାୟତ ଅନ୍ତର୍ଗତ ମାର୍କଣ୍ଡପୁର ସ୍ଥିତ ବରିଷ୍ଠ ବିଜେପି ନେତା ଓ କବି ଶଙ୍କର ପରିଡାଙ୍କ ଏକାଦଶାହ ପାଳିତ ହୋଇଯାଇଛି। ଏଥିରେ ତାଙ୍କର ଘନିଷ୍ଠ ବନ୍ଧୁ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇଥିଲେ। ତାଙ୍କର ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଶୋକସନ୍ତପ୍ତ ପରିବାରଙ୍କୁ ସାକ୍ଷାତ କରିଛନ୍ତି।
ଏ ନେଇ ଶ୍ରୀ ହରିଚନ୍ଦନ ତାଙ୍କର ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରି କହିଛନ୍ତି ଯେ. ବିଜେପି ନେତା ତଥା ମୋ ଘନିଷ୍ଠ ବନ୍ଧୁ ସ୍ବର୍ଗତ ଶଙ୍କର୍ଷଣ ପରିଡ଼ାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସ୍ମୃତିଚ଼ାରଣ କଲି। ତାଙ୍କ ବିୟୋଗ ବ୍ୟକ୍ତିଗତ ଭାବେ ମୋତେ ବ୍ୟଥିତ କରିଛି।ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ଯେଉଁ ପାରଦର୍ଶିତା ଓ ଅଙ୍ଗୀକାରବଦ୍ଧତା ଦେଖାଇଛନ୍ତି,ତାହା ଚ଼ିରକାଳ ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବେ।ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରୁଛି।
ଏହି ଅବସରରେ ପୁରୀ ଜିଲ୍ଲା ଭାଜପା ସଭାପତି ଶ୍ରୀ ଦେବେନ୍ଦ୍ର ନାଥ ତରାଇ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଶ୍ରୀ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ସ୍ଥାନୀୟ ସରପଞ୍ଚ,ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ଗଣ ଉପସ୍ଥିତ ଥିଲେ। ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ସ୍ମରଣିକା “ଅମ୍ଲାନ ସ୍ମୃତିରେଣୁ” କୁ ମନ୍ତ୍ରୀ ଉନ୍ମୋଚିତ କରିଥିଲେ।
Sankar Parida କବି ତଥା ବିଜେପି ନେତା ଶଙ୍କର ପୃଥୀରାଜ ହରିଚନ୍ଦନ ଶଙ୍କର ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.