Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପର୍ଯ୍ୟଟନ ଭିତ୍ତିଭୂମି ସୁଦୃଢୀକରଣ ମାଧ୍ୟମରେ ପର୍ଯ୍ୟଟନ ଶିଳ୍ପକୁ ବ୍ୟାପକ କରାଯିବ: ପ୍ରଭାତୀ ପରିଡ଼ା
ଆଜିର ଖବର

ପର୍ଯ୍ୟଟନ ଭିତ୍ତିଭୂମି ସୁଦୃଢୀକରଣ ମାଧ୍ୟମରେ ପର୍ଯ୍ୟଟନ ଶିଳ୍ପକୁ ବ୍ୟାପକ କରାଯିବ: ପ୍ରଭାତୀ ପରିଡ଼ା

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
DY CM Prabhati Parida
DY CM Prabhati Parida on foreign tourist in Odisha

ଭୁବନେଶ୍ଵର: ଏବେ ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ଦିନକୁ ଦିନ ସମୃଦ୍ଧ ହେବାରେ ଲାଗିଛି। ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଏ ସଂପର୍କରେ ସୂଚନା ଦେଇ ସେ କହିଛନ୍ତି ଯେ, ପର୍ଯ୍ୟଟନ ଭିତ୍ତିଭୂମି ସୁଦୃଢୀକରଣ ମାଧ୍ୟମରେ ପର୍ଯ୍ୟଟନ ଶିଳ୍ପକୁ ବ୍ୟାପକ କରାଯିବ। ୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟକୁ ଅଧିକ ୧୮ ପ୍ରତିଶତ ପର୍ଯ୍ୟଟକ ଆସିଛନ୍ତି। ତାହା ମଧ୍ୟରୁ ଆମେରିକା ଓ ଜାପାନର ପର୍ଯ୍ୟଟକ ସର୍ବାଧିକ।

ଓଡ଼ିଶାର ସଂସ୍କୃତି ଓ ପରିବେଶ ପର୍ଯ୍ୟଟନ ଅନ୍ୟମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ବିଶେଷକରି କୋଣାର୍କର ସୂର୍ଯ୍ୟମନ୍ଦିର ଭାରତୀୟ ପର୍ଯ୍ୟଟକଙ୍କ ପାଇଁ ପସନ୍ଦର ସ୍ଥାନ ହୋଇଥିବାବେଳେ ରତ୍ନଗିରି ଓ ଲଳିତଗିରି ପ୍ରତି ବିଦେଶୀ ପର୍ଯ୍ୟଟକ ଅଧିକ ସଂଖ୍ୟାରେ ଆକର୍ଷିତ ହେଉଛନ୍ତି ବୋଲି ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି।

 

Odisha Prabhati Parida ଉପମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଭିତ୍ତିଭୂମି ପର୍ଯ୍ୟଟନ ଶିଳ୍ପ ପ୍ରଭାତୀ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.