Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା
ଆଜିର ଖବର

ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା
ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

ବାଣପୁର: ସ୍ଥାନୀୟ ବାଣପୁର ସରସ୍ଵତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ର ଶିବପ୍ରସାଦ ହୋତା ୧୯ ବର୍ଷ ରୁ କମ୍ ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଓଡିଶା ତରଫରୁ ଆଜି ମଧ୍ୟପ୍ରଦେଶ ଯାତ୍ରା କରିଛନ୍ତି। ଶିବପ୍ରସାଦ ପୁଞ୍ଜିଆମ୍ବା ଶାସନ ନିବାସୀ ସନ୍ତୋଷ କୁମାର ହୋତା ଓ ସୁମିତ୍ରା ହୋତାଙ୍କର ଏକ ମାତ୍ର ପୁତ୍ର। ପିଲାଟି ଦିନରୁ କ୍ରୀଡା ପ୍ରତି ରୁଚି ରଖିଥିବା ଶିବପ୍ରସାଦ ନିଜର କଠିନ ପରିଶ୍ରମ ବଳରେ ବାରିପଦା ଠାରେ ଅନୁଷ୍ଠିତ ସିଲେକ୍ସନ ଟ୍ରାଏଲ୍ ରେ (Selection Trial) ଉଚ୍ଚ ମାନର କ୍ରୀଡା ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ଓଡିଶାର ୧୨ ଜଣଙ୍କ ମଧ୍ୟରେ ନିଜର ସ୍ଥାନ ସୁରକ୍ଷିତ ରଖି ପାରିଥିଲେ। ଏଥିପାଇଁ ଏସବୁର ଶ୍ରେୟ ନିଜର କୋଚ୍ ଓ କ୍ରୀଡା ଶିକ୍ଷୟିତ୍ରୀ କଳ୍ପଶ୍ରୀ ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି।

ପ୍ରଧାନ ଗୁରୁଜୀ ଅବିନାଶ ପଟ୍ଟନାୟକ, ଅଧ୍ୟକ୍ଷ ଜ୍ୟୋତିର୍ମୟ ତ୍ରିପାଠୀଙ୍କ ସମେତ ବିଦ୍ୟାମନ୍ଦିରର ସମସ୍ତ ଗୁରୁଜୀ ଗୁରୁମାଙ୍କୁ ଏହି ସଫଳତା ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହାଛଡା ସମସ୍ତଙ୍କ ଅତୁଟ ସମର୍ଥନ ଓ ସହଯୋଗ ପାଇଁ ସମସ୍ତଙ୍କ ନିକଟରେ ଋଣୀ ବୋଲି ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି। ଏ ଖବର ପ୍ରସାରିତ ହେବା ପରେ ସାରା ବାଣପୁର ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି।

ବାଣପୁର ଭଲିବଲ୍ ପ୍ରତିଯୋଗିତା ମଧ୍ୟପ୍ରଦେଶ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୨୭ ତାରିଖ ମଙ୍ଗଳବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

January 27, 2026

ଚତୁର୍ଥ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

January 26, 2026

ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ

January 26, 2026

ଗଣତନ୍ତ୍ର ଦିବସ ପରେଡରେ ପ୍ରଦର୍ଶିତ ହୋଇଥିବା ଅଭେଦ୍ୟ ସୁରକ୍ଷା ଉପକରଣକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

January 26, 2026
Latest News

ଆଜି ଜାନୁୟାରୀ ୨୭ ତାରିଖ ମଙ୍ଗଳବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

January 27, 2026

ଚତୁର୍ଥ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

January 26, 2026

ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ

January 26, 2026

ଗଣତନ୍ତ୍ର ଦିବସ ପରେଡରେ ପ୍ରଦର୍ଶିତ ହୋଇଥିବା ଅଭେଦ୍ୟ ସୁରକ୍ଷା ଉପକରଣକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

January 26, 2026

ଟି-୨୦ ବିଶ୍ୱକପ୍ ରେ ପାକିସ୍ତାନ ଖେଳିବ କି ନାହିଁ?: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିସିବି ମୁଖ୍ୟ

January 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.