Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Delhi Car Blast Update: ଗୃହମନ୍ତ୍ରୀଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ଆଜିର ଖବର

Delhi Car Blast Update: ଗୃହମନ୍ତ୍ରୀଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଏପ୍ରିଲ ୧୩ରେ ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’ରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ

Delhi Car Blast Update: ଦିଲ୍ଲୀରେ ବିସ୍ଫୋରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରିସ୍ଥିତିର ସମୀକ୍ଷା କରିଛନ୍ତି। ସୂତ୍ର ଅନୁଯାୟୀ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହୋଇ ପରିସ୍ଥିତି ସମ୍ପର୍କରେ ସୂଚନା ନେଇଛନ୍ତି। ଏହି ସମୟରେ, ଗୃହମନ୍ତ୍ରୀ ଦିଲ୍ଲୀ ପୋଲିସ କମିଶନର, NIA ଡିଜି ଏବଂ ଇଣ୍ଟେଲିଜେନ୍ସ ବ୍ୟୁରୋ ନିର୍ଦ୍ଦେଶକଙ୍କ ସହ କଥା ହୋଇ ପରିସ୍ଥିତିର ସମୀକ୍ଷା କରିଛନ୍ତି।

ସୂତ୍ର ଅନୁସାରେ ଶ୍ରୀ ଶାହା NSG, NIA ଏବଂ ଫୋରେନସିକ୍ ବିଭାଗର ଦଳଗୁଡ଼ିକୁ ଘଟଣାସ୍ଥଳକୁ ତୁରନ୍ତ ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗୃହମନ୍ତ୍ରୀ ଘଟଣା ସମ୍ପର୍କରେ IB ନିର୍ଦ୍ଦେଶକଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି।

Delhi Car Blast ଦିଲ୍ଲୀ କାର ବିସ୍ପୋରଣ ପ୍ରଧାନମନ୍ତ୍ରୀ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026

ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍‌ସି ଅର୍ଜୁନ” ର ଶୁଭାରମ୍ଭ 

July 22, 2026

ଛାତ୍ରଛାତ୍ରୀଙ୍କ ଉପରେ ଲାଠିଚାର୍ଜକୁ ବିରୋଧ କଲେ ଆନ୍ନା ହଜାରେ: ଆସନ୍ତାକାଲି କରିବେ ପ୍ରତିବାଦ

July 22, 2026
Latest News

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.