Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»370 ଉଚ୍ଛେଦକୁ ନେଇ ରାଜ୍ୟସଭାରେ ହଙ୍ଗାମା : ଦୁଇ ପିଡିପି ସାଂସଦଙ୍କୁ ଗୃହରୁ ବାହାର କଲେ ଉପ ରାଷ୍ଟ୍ରପତି
ଆଜିର ଖବର

370 ଉଚ୍ଛେଦକୁ ନେଇ ରାଜ୍ୟସଭାରେ ହଙ୍ଗାମା : ଦୁଇ ପିଡିପି ସାଂସଦଙ୍କୁ ଗୃହରୁ ବାହାର କଲେ ଉପ ରାଷ୍ଟ୍ରପତି

August 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାମ୍ମୁକାଶ୍ମୀରରୁ ଧାରା 370 ଉଚ୍ଛେଦ କରାଯିବା ନେଇ । ଏହି ବିଲ ରାଜ୍ୟସଭାରେ ଉପସ୍ଥାପନା ବେଳେ 2 ଜଣ ପିଡିପି ସାଂସଦ ପ୍ରବଳ ପାଟିତୁଣ୍ଡ ସହ ହଙ୍ଗାମା କରିବା କାରଣରୁ ତାଙ୍କୁ ଗୃହରୁ ବିତାଡ଼ିତ କରାଯାଇଛି । ରାଜ୍ୟସଭାରେ ଗୃହମନ୍ତ୍ରୀ ଅମିତ ଶ।।ହା ଧାରା 370, 35(ଏ) ବିଲ ଉପସ୍ଥାପନା ବେଳେ 2 ଜଣ ପିଡିପି ସାଂସଦ ନାଜିର ଅହମ୍ମଦ ଲାୱେ ଓ ଏମଏମ ଫୟାଜ ହଙ୍ଗାମା କରିଥିଲେ । ଏହା ସହ ସେ ଦୁହେଁ ରାଜ୍ୟ ସଭାରେ ପ୍ରବଳ ପାଟିତୁଣ୍ଡ କରିବା ସହ ସମ୍ଭିଧାନ ଚିରିବାକୁ ଉଦ୍ୟମ କରିଥିଲେ । ଏହା ସହିତ ଲାଓ୍ବେ ନିଜର କୁର୍ତ୍ତା ମଧ୍ୟ ଚିରି ଦେଇଥିଲେ । ଏହାପରେ ମାର୍ଶାଲଙ୍କ ଦ୍ବାରା ଉଭୟ ସାଂସଦଙ୍କୁ ଅଧ୍ୟକ୍ଷ ଏମ୍‌ ଭେଙ୍କୟା ନାଇଡୁ ଗୃହରୁ ବାହାର କରି ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.