Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

November 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗଙ୍ଗାପୁର ଗ୍ରାମ ରାସ୍ତା କଡ଼ ଏକ ଗଭୀର ଖାଲକୁ ଗୋଟିଏ କାର୍ ଖସି ଯାଇ ଚାଳକ ଓ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ପଛରେ ବସିଥିବା ଦୁଇ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ସ୍ଥାନୀୟ ଲୋକଙ୍କ ଠାରୁ ଜଣାପଡିଛି ଯେ, ଗତକାଲି ବିଳମ୍ବିତ ରାତିରେ ଉକ୍ତ କାର୍ ରେ ୪ ଜଣ ଯାତ୍ରୀ ଆସୁଥିବା ବେଳେ ଏହି ଘଟଣା ଘଟିଛି। ଯାହା ଫଳରେ ସ୍ଥାନୀୟ ଲୋକେ ଭୋର୍ ଜାଣିବା ପରେ ଗାଡ଼ି ଓ ମୃତାହତଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

କବିସୂର୍ଯ୍ୟ ନଗର ଥାନା କାର୍ ଦୁର୍ଘଟଣା ଦୁଇ ଗୁରୁତର ଦୁଇ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଟୋରଣ୍ଟୋରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ, ବିମାନବନ୍ଦରରେ ହାଇ ଆଲର୍ଟ

November 13, 2025

ଭୁବନେଶ୍ବର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, OBCC ହେବ ପେପର ଲେସ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

November 13, 2025

ପାକିସ୍ତାନରେ ଶ୍ରୀଲଙ୍କା ଦଳ ଉପରେ ଆକ୍ରମଣ, ୮ ନିହତ: ୧୬ ବର୍ଷ ପୂର୍ବେ ଘଟିଥିବା ଏକ ହୃଦୟବିଦାରକ ଘଟଣା

November 13, 2025

ଆସନ୍ତାକାଲି ନୂଆପଡା ଫଳାଫଳ, ପ୍ରାର୍ଥୀଙ୍କ ଛାତି ଧଡଧଡ, ଜାଣନ୍ତୁ କାହାର ଆକଳନ କେତେ?

November 13, 2025
Latest News

କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

November 13, 2025

ବାଲୁଗାଁ: ବେଆଇନ ବାଲି ଚାଲାଣ ଅଭିଯୋଗରେ ହାଇୱା ଗାଡି ଜବତ, ଚାଳକ ଗିରଫ

November 13, 2025

ଟୋରଣ୍ଟୋରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ, ବିମାନବନ୍ଦରରେ ହାଇ ଆଲର୍ଟ

November 13, 2025

ଭୁବନେଶ୍ବର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ, OBCC ହେବ ପେପର ଲେସ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

November 13, 2025

ଏନଡିଏରୁ ମୁଖ୍ୟମନ୍ତ୍ରୀ ଭାବରେ କିଏ ଶପଥ ନେବେ?: ଭୋଟ ଗଣତି ପୂର୍ବରୁ ଚିରାଗ ପାସୱାନଙ୍କ ଦଳର ବଡ଼ ଦାବି 

November 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.