Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

November 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
କାର୍ ଦୁର୍ଘଟଣାରେ ଦୁଇ ମୃତ, ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗଙ୍ଗାପୁର ଗ୍ରାମ ରାସ୍ତା କଡ଼ ଏକ ଗଭୀର ଖାଲକୁ ଗୋଟିଏ କାର୍ ଖସି ଯାଇ ଚାଳକ ଓ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ପଛରେ ବସିଥିବା ଦୁଇ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ସ୍ଥାନୀୟ ଲୋକଙ୍କ ଠାରୁ ଜଣାପଡିଛି ଯେ, ଗତକାଲି ବିଳମ୍ବିତ ରାତିରେ ଉକ୍ତ କାର୍ ରେ ୪ ଜଣ ଯାତ୍ରୀ ଆସୁଥିବା ବେଳେ ଏହି ଘଟଣା ଘଟିଛି। ଯାହା ଫଳରେ ସ୍ଥାନୀୟ ଲୋକେ ଭୋର୍ ଜାଣିବା ପରେ ଗାଡ଼ି ଓ ମୃତାହତଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

କବିସୂର୍ଯ୍ୟ ନଗର ଥାନା କାର୍ ଦୁର୍ଘଟଣା ଦୁଇ ଗୁରୁତର ଦୁଇ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.