Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଉପ ନିର୍ବାଚନ ଫଳାଫଳ: ନବମ ପର୍ଯ୍ୟାୟ ଗଣତି ଶେଷ, ବହୁ ଆଗରେ ବିଜେପି
ଆଜିର ଖବର

ନୂଆପଡା ଉପ ନିର୍ବାଚନ ଫଳାଫଳ: ନବମ ପର୍ଯ୍ୟାୟ ଗଣତି ଶେଷ, ବହୁ ଆଗରେ ବିଜେପି

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପ ନିର୍ବାଚନ ଫଳାଫଳ: ନବମ ପର୍ଯ୍ୟାୟ ଗଣତି ଶେଷ, ବହୁତ ଆଗରେ ବିଜେପି

ଭୁବନେଶ୍ଵର: ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଦଶମ ପର୍ଯ୍ୟାୟ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ପ୍ରଥମ ପର୍ଯ୍ୟାୟରୁ ଦଶମ ପର୍ଯ୍ୟାୟ ପର୍ଯ୍ୟନ୍ତ ଶ୍ରୀ ଢୋଲକିଆ ଆଗରେ ରହିଛନ୍ତି।

ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ 45251 ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ 14784 ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ 11957 ଭୋଟ ମିଳିଛି।

ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ 30467 ଭୋଟରେ ଆଗରେ ଅଛନ୍ତି।

ନୂଆପଡା ଫଳାଫଳ
Share. Facebook Twitter LinkedIn Email WhatsApp Copy Link

Related Posts

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026
Latest News

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.