Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଣ୍ଟେନରରେ ଗୋରୁ ଚାଲାଣ ବେଳେ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର
ଆଜିର ଖବର

କଣ୍ଟେନରରେ ଗୋରୁ ଚାଲାଣ ବେଳେ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

November 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଣ୍ଟେନରରେ ଗୋରୁ ଚାଲାଣ ବେଳେ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର
କଣ୍ଟେନରରେ ଗୋରୁ ଚାଲାଣ ବେଳେ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଭୀମଭୋଇ ଛକ ନିକଟରେ ବେଆଇନ ଭାବେ ଗୋ ଚାଲାଣ ହେଉଥିବା ବେଳେ ଏକ କଣ୍ଟେନର ଗାଡ଼ିକୁ ସ୍ଥାନୀୟ ଲୋକେ ଓ ପୋଲିସ ସହାୟତାରେ ଗାଡ଼ିକୁ ଅଟକାଇ ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତି ଥିବା ଜଣେ ଗୋ ଚାଲାଣକାରିକୁ ପୋଲିସ ଗିରଫ କରିଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛି।

ସୂଚନା ଅନୁଯାୟୀ, ବେଗୁନିଆରୁ ଖଡକପୁରକୁ ଏକ କଣ୍ଟେନର ଗାଡ଼ିରେ ବେଆଇନ ଭାବେ ଗୋ ଚାଲାଣ ହେଉଥିବା ଖବର ପାଇ ବଜରଙ୍ଗଦଳର କାର୍ଯ୍ୟକର୍ତ୍ତା ମାନେ ବଇଣ୍ଡାରୁ ଗାଡ଼ିକୁ ଧରିବା ପାଇଁ ପିଛା କରିଥିଲେ। ଶେଷରେ ରେଢ଼ାଖୋଲ ପୋଲିସ ସହାୟତାରେ ସ୍ଥାନୀୟ ଲୋକେ ଗାଡ଼ିକୁ ଅଟକାଇ ଥିଲେ। ଗାଡି ଭିତରୁ ଗୋରୁ ମାନଙ୍କୁ ଉଦ୍ଧାର କରି ବୈଷ୍ଣବଝୁଲି ସ୍ଥିତ ଗୋଶାଳାରେ ଜିମା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରିଥିବା ଜଣା ପଡିଛି।

ଗୋ ଚାଲାଣ ବଜରଙ୍ଗ ଦଳ ରେଢାଖୋଲ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.