Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ
ଆଜିର ଖବର

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

November 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ
ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅନ୍ତର୍ଗତ କାଳିଆଗୁଡାରେ ଏକ ଅଜଣା ଗାଡ଼ି ଧକ୍କାରେ ଅନୁଛାୟା ପ୍ରଧାନ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳାଙ୍କର ଘର ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ କୁଶପଲୀ ହୋଇଥିବା ବେଳେ ସେ ଗତ କିଛି ମାସ ହେଲା ବାପା ଘରେ ରହୁଥିଲେ। ଗତକାଲି ସନ୍ଧ୍ୟାରେ ବାପାଙ୍କର ଜମି କାର୍ଯ୍ୟରୁ ଘରକୁ ଫେରିବା ବେଳେ ଏକ ଚାରି ଚକିଆ ଯାନ ତାଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ସେ କିଛି ଦୁର ଛିଟିକି ପଡିଥିଲେ। ଏତିକି ବେଳେ ଗାଡ଼ି ଡ୍ରାଇଭର ତାଙ୍କୁ ରାସ୍ତା କଡ଼ରେ ଗଡେଇ ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି।

ସ୍ଥାନୀୟ ଲୋକେ ମହିଳାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଗାଡ଼ିର ଅନୁସନ୍ଧାନ ଚଳାଇ ଘଟଣାର ତଦନ୍ତ ଚଳାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.