Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଆଇଏସଏଫର ୪୭ତମ ବ୍ୟାଚର ଦୀକ୍ଷାନ୍ତ ସମାରୋହ
ଆଜିର ଖବର

ସିଆଇଏସଏଫର ୪୭ତମ ବ୍ୟାଚର ଦୀକ୍ଷାନ୍ତ ସମାରୋହ

November 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
CISF's 47th batch convocation ceremony
CISF's 47th batch convocation ceremony

କଟକ: କଟକ ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତାବାହିନୀ – ସିଆଇଏସଏଫର ୪୭ତମ ବ୍ୟାଚର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ବ୍ୟାଚରେ ୧୧ ଶହ ୨୮ ଜଣ ସିଆଇଏସଏଫ କର୍ମୀ ୪୩ ସପ୍ତାହର ପ୍ରଶିକ୍ଷଣ ପରେ ପ୍ରମାଣପତ୍ର ପାଇଛନ୍ତି। ସିଆଇଏସଏଫ ପୂର୍ବାଞ୍ଚଳ ଡିଜି ଡକ୍ଟର ଶିଖର ସହାୟ ଏହି ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ପ୍ରଶିକ୍ଷାର୍ଥୀଙ୍କଠାରୁ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି।

କଟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତିଙ୍କ ବୀରତ୍ବର ଗାଥା ଉଜ୍ଜୀବିତ ରଖିବା ଆମ ସମସ୍ତଙ୍କ କର୍ତ୍ତବ୍ୟ: ମନ୍ତ୍ରୀ ଶ୍ରୀଯୁକ୍ତ ହରିଚନ୍ଦନ

November 16, 2025

ରାଶିଫଳ: ଆଜି ନଭେମ୍ବର ୧୬ ତାରିଖ ରବିବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

November 16, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025
Latest News

ସିଆଇଏସଏଫର ୪୭ତମ ବ୍ୟାଚର ଦୀକ୍ଷାନ୍ତ ସମାରୋହ

November 16, 2025

ଜନଜାତିଙ୍କ ବୀରତ୍ବର ଗାଥା ଉଜ୍ଜୀବିତ ରଖିବା ଆମ ସମସ୍ତଙ୍କ କର୍ତ୍ତବ୍ୟ: ମନ୍ତ୍ରୀ ଶ୍ରୀଯୁକ୍ତ ହରିଚନ୍ଦନ

November 16, 2025

ରାଶିଫଳ: ଆଜି ନଭେମ୍ବର ୧୬ ତାରିଖ ରବିବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

November 16, 2025

Demat Accounts Increase: ସେୟାର ମାର୍କେଟ ପ୍ରତି ଦେଶରେ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି, ସେବି

November 15, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.