Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା
ଆଜିର ଖବର

ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା

November 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା
ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ଦ୍ୱିତୀୟ ସନ୍ଧ୍ୟା

ବାଲୁଗାଁ: ବଡ଼କୁଳ ଓଡ଼ିଆର୍ଟ ପରିସରରେ ୧୧ ତମ ଚିଲିକା ସେଲଡକ ଲୋକ ସଂସ୍କୃତି ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଥିବା ବେଳେ ରବିବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଦ୍ୱିତୀୟ ସନ୍ଧ୍ୟାରେ ସାଉଥ କୋରିଆର ଡ୍ରମ ବାଦ୍ୟ, ତାଳ ବାଦ୍ୟ ସହିତ ଶ୍ରୀଲଙ୍କା ନୃତ୍ୟ, ମୟୁରଭଞ୍ଜ ଛଉ, ମଣିପୁରୀ ନୃତ୍ୟ, କୃଷ୍ଣପ୍ରସାଦ ପାଇକ ନୃତ୍ୟ, ସାସ୍ବତୀ ଯୋଶୀଙ୍କ ଓଡିଶୀ ନୃତ୍ୟ ଆଦି ପରିବେଷଣ ହୋଇଥିଲା। ଶ୍ରୀଲଙ୍କା ନୃତ୍ୟ, ସାସ୍ବତୀ ଯୋଶୀଙ୍କ ଓଡିଶୀ ନୃତ୍ୟ ଓ କୃଷ୍ଣପ୍ରସାଦ ପାଇକ ନୃତ୍ୟରେ ବିମୋହିତ ହୋଇଥିଲେ ଦର୍ଶକ।

ପୂର୍ବାହ୍ନରେ ଓଡ଼ିଆର୍ଟ ପ୍ରତିଷ୍ଠାତା ପ୍ରସନ୍ନ କୁମାର ଦାଶଙ୍କ ନେତୃତ୍ୱରେ ମ୍ୟୁଜିୟମ ପରିଦର୍ଶନ ସାଙ୍ଗକୁ ସ୍କୁଲ, କଲେଜ ଛାତ୍ରଛାତ୍ରୀ ମାନଙ୍କୁ ଟେରାକୋଟା, ମାଟି କଣ୍ଢେଇ, ପଟ୍ଟଚିତ୍ର ସମେତ କଳାକୃତି ସମ୍ବନ୍ଧୀୟ ପ୍ରଶିକ୍ଷଣ ଦିଆଯାଇଥିଲା।ଅପରାହ୍ନରେ ସ୍ଥାନୀୟ କିଶୋରୀ ଓ ମହିଳା ମାନଙ୍କ ମଧ୍ୟରେ ହୁଳହୁଳି, ଶଙ୍ଖ ଧ୍ୱନି, ପୁଚି ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତିଷ୍ଠାତା ପ୍ରସନ୍ନ କୁମାର ଦାଶ, କମିଟି ଅଧ୍ୟକ୍ଷା ହେଲେନ ଆଚାର୍ଯ୍ୟ, କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଆଚାର୍ଯ୍ୟ, ସୁଧାଂଶୁ ଶେଖର ତ୍ରିପାଠୀ, ସାଂସ୍କୃତିକ ସମ୍ପାଦକ ସୁଶାନ୍ତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ଦ୍ୱିତୀୟ ସନ୍ଧ୍ୟା ସେଲଡକ ଲୋକ ସଂସ୍କୃତି ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.