Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର
ଆଜିର ଖବର

ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

November 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଆ ସଂଗୀତ ଜଗତ
ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

ଭୁବନେଶ୍ବର: ଶେଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ପ୍ରଖ୍ୟାତ ଓଡିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ପରଲୋକ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତରଙ୍କ ସମସ୍ତ ଚିକିତ୍ସା ସତ୍ବେ ପରଲୋକ ଘଟିଛି। ତାଙ୍କର ବହୁ ଅଙ୍ଗ ମୁଖ୍ୟତଃ ଲିଭର ଓ କିଡନୀ କାମ କରୁ ନ ଥିଲା ବୋଲି ଡାକ୍ତରଖାନା ତରଫରୁ ସୂଚନା ଦିଆଯାଇଥିଲା।

ତାଙ୍କୁ ସହଯୋଗ କରିବା ପାଇଁ ତାଙ୍କ ପରିବାରଙ୍କ ତରଫରୁ ସରକାରଙ୍କୁ ନିବେଦନ କରାଯାଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏମ୍ସ କୁ ଫୋନ କରି ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ହେଲେ ସେତେବେଳେ ମଧ୍ୟ ତାଙ୍କର ସ୍ବାସ୍ଥ୍ୟରେ କୌଣସି ଉନ୍ନତି ଆସି ନ ଥିଲା। ତାଙ୍କର ପତ୍ନୀ ଶ୍ରୀୟାଙ୍କ କହିବା ଅନୁସାରେ ଗତ 24 ଘଣ୍ଟା ମଧ୍ୟରେ ତାଙ୍କର ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନ ଥିଲା।

ଓଡିଆ ସଂଗୀତ ଜଗତର ଜଣେ ପରିଚିତ କଣ୍ଠଶିଳ୍ପୀ ହେଉଛନ୍ତି ହ୍ୟୁମାନ ସାଗର। ସେ ବହୁ ଆଲବତ ତଥା ଚଳଚିତ୍ରରେ କଣ୍ଠଦାନ କରି ଓଡିଶାର ଘରେଘରେ ପରିଚିତ ହୋଇପାରିଥିଲେ।

Human Sagar ଓଡିଆ ସଂଗୀତ ଜଗତ ହ୍ୟୁମାନ ସାଗର
Share. Facebook Twitter LinkedIn Email WhatsApp Copy Link

Related Posts

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026

ପାଣି ପଞ୍ଚାୟତ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା

January 22, 2026

ମନ୍ତ୍ରୀ ହରିଚନ୍ଦନଙ୍କୁ ଭେଟିଲେ HDFC Bank ଅଧିକାରୀ, ଜଗନ୍ନାଥ ଦାନ ଗ୍ରହଣ ଉପରେ ଆଲୋଚନା

January 22, 2026
Latest News

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026

ପାଣି ପଞ୍ଚାୟତ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା

January 22, 2026

ମନ୍ତ୍ରୀ ହରିଚନ୍ଦନଙ୍କୁ ଭେଟିଲେ HDFC Bank ଅଧିକାରୀ, ଜଗନ୍ନାଥ ଦାନ ଗ୍ରହଣ ଉପରେ ଆଲୋଚନା

January 22, 2026

ଟି-୨୦ ବିଶ୍ୱକପରୁ ବିଦା ହେଲା ବାଂଲାଦେଶ?: ଭାରତରେ ଖେଳିବାକୁ ମନା କଲା ପଡୋଶୀ ଦେଶ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.