Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ
ଆଜିର ଖବର

ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

November 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ଼କୁଡା ଜଙ୍ଗଲ
ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅଧିନସ୍ଥ ବଡକୁଡା ଜଙ୍ଗଲରୁ ଏକ ଦନ୍ତା ହାତୀ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ଖବର ପାଇ ରେଢ଼ାଖୋଲ ବନବିଭାଗ ପଦାଧିକାରୀ ଘଟଣା ସ୍ଥଳରେ ପହଂଚିଥିଲେ।

ପ୍ରକାଶ ଯେ, ହାତୀର ମୃତଦେହ ଠାରୁ କିଛି ଦୂରରେ ବିଦ୍ୟୁତ ତାର ପଡିଥିବା ବନ ବିଭାଗ ଦେଖିବାକୁ ପାଇଥିଲା। ବନ ବିଭାଗ ତାର ଗୁଡିକୁ ଜବତ କରିଥିବା ବେଳେ ତଦନ୍ତ ଜାରି କରୁଛି। ହାତୀର ଆନୁମାନିକ ବୟସ ୧୫ବର୍ଷ ହେବ ବୋଲି ସୂଚନା ମିଳିଛି। ଗୋଟିଏ ବର୍ଷରେ ରେଢାଖୋଲ ବନଖଣ୍ଡରେ ୬ ହାତୀର ମ୍ରୁତ୍ୟବରଣ ହୋଇଥିବା ଜଣାଯାଏ।

ରେଢାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜର ଘୋଷରାମାଳ ସେକ୍ସନର ବୁରୋମାଲ ଜଙ୍ଗଲରେ ଛୁଆ ହାତୀ ସମେତ ୩ଟି, ଚରଡପସି ଗ୍ରାମ ନିକଟରେ ୧ଟି,ଟିକିଲିପଡା ଗ୍ରାମ ଠାରେ ବିଦ୍ୟୁତ ଆଘାତରେ ଗୋଟିଏ ହାତୀର ମୃତ୍ୟୁକୁ ନେଇ ବନ ବିଭାଗର ମୁଣ୍ଡବ୍ୟଥାର କାରଣ ସାଜିଛି। ହାତୀ ମୃତ୍ୟୁ କୁ ନେଇ ବଡ଼ କୁଡା ଗ୍ରାମରେ ଗ୍ରାମବାସୀ ଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।

ଗ୍ରାମବାସୀ ଗଣମାଧ୍ୟମ ଆଗରେ ଅଭିଯୋଗ କରୁଛନ୍ତି ଯେ, ବନ ବିଭାଗର ଅବହେଳା ପାଇଁ ହାତୀର ଜୀବନ ଯାଇଛି, ରେଢାଖୋଲ ବନଖଣ୍ଡରେ ଡିଏଫଓ ଅନୁପସ୍ଥିତି ଥିବାରୁ ସମ୍ବଲପୁର ଡିଏଫଓ ପହଁଞ୍ଚି ତଦନ୍ତ କରିବା ସହ ଯିଏ ହାତୀର ମୃତ୍ୟୁର କାରଣ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନିଆ ଯିବ ବୋଲି ପ୍ରକାଶ କରିଛନ୍ତି। ଆସନ୍ତା କାଲି ହାତୀର ମୃତ ଦେହକୁ ବ୍ୟବଛେଦ କରାଯିବ ବୋଲି ବନବିଭାଗ ପ୍ରକାଶ କରିଛି।

କାରଣ ଅସ୍ପଷ୍ଟ ଦନ୍ତା ହାତୀର ମୃତ୍ୟୁ ବଡ଼କୁଡା ଜଙ୍ଗଲ ରେଢାଖୋଲ ବନଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.