Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Pre-Budget Consultation: ବ୍ୟାଙ୍କ ଓ ବୀମା ଅଧିକାରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ
ଆଜିର ଖବର

Pre-Budget Consultation: ବ୍ୟାଙ୍କ ଓ ବୀମା ଅଧିକାରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Pre-Budget Consultation
Pre-Budget Consultation: ବ୍ୟାଙ୍କ ଓ ବୀମା ଅଧିକାରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

Pre-Budget Consultation: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ନୂଆଦିଲ୍ଲୀରେ ଆଗାମୀ Union Budget 2026-27 ସମ୍ପର୍କରେ ବ୍ୟାଙ୍କିଙ୍ଗ, ଆର୍ଥିକ ସେବା ଏବଂ ବୀମା ବିଶେଷଜ୍ଞଙ୍କ ସହିତ 7ମ ପ୍ରାକ୍-ବଜେଟ୍ ପରାମର୍ଶର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ, ଅର୍ଥନୈତିକ ବ୍ୟାପାର ବିଭାଗର ସଚିବ, କେନ୍ଦ୍ର ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଏବଂ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି।

ଗତକାଲି ଅର୍ଥମନ୍ତ୍ରୀ ଷ୍ଟାର୍ଟ-ଅପ୍ ଇକୋସିଷ୍ଟମ ଏବଂ ପୁଞ୍ଜି ବଜାରର ଅଂଶୀଦାରମାନଙ୍କ ସହିତ ସାକ୍ଷାତ କରିଥିଲେ। ଅର୍ଥ ମନ୍ତ୍ରଣାଳୟ ପ୍ରତିବର୍ଷ ବିଶେଷଜ୍ଞ, ଶିଳ୍ପ ନେତା, ଅର୍ଥନୀତିଜ୍ଞ ଏବଂ ରାଜ୍ୟ ଅଧିକାରୀଙ୍କ ସହିତ ଅନେକ ପ୍ରାକ୍-ବଜେଟ୍ ପରାମର୍ଶ ବୈଠକ ଆୟୋଜନ କରିଥାଏ। ଏହି ପରାମର୍ଶ ବଜେଟ ପ୍ରସ୍ତୁତ କରିବାରେ ବେଶ ସହାୟତା ପ୍ରଦାନ କରିଥାଏ।

Budget 2026 Pre-Budget Consultation union budget Union Budget 2026 ବଜେଟ 2026
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026
Latest News

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.