Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଖଣ୍ଡରେ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ : ୯ ମୃତ
ଆଜିର ଖବର

ଉତ୍ତରାଖଣ୍ଡରେ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ : ୯ ମୃତ

August 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରାଖଣ୍ଡ ତେହରିରେ ଏକ ସ୍କୁଲ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି  । ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବସଟି ଖାଇ ମଧ୍ୟକୁ ଖସିଯିବାରୁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି । ଉତ୍ତରାଖଣ୍ଡ ତେହରି ଗରୱାଲ କାଙ୍ଗସାଲିରେ ଏକ ସ୍କୁଲ ବସ ୧୮ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିଲା । ଏହି ସ୍କୁଲ ବସଟି ଖାଇରେ ଖସି ପଡ଼ିବାରୁ ଦୁର୍ଘଟଣା ଘଟିଛି । ଏହି ଅଘଟଣରେ ୭ଜଣ ସ୍କୁଲ ପିଲାଙ୍କ ମୃତ୍ୟୁ ଘଟିଛି । ଖବର ପାଇଁ ଘଟଣାସ୍ଥଳରେ ଏଡିଆରଏଫ ଟିମ ପହଞ୍ଚି ଆହତଙ୍କୁ ଉଦ୍ଧାର କାର୍ଯ୍ୟ ଜାରି କରିଛି । ଦୁର୍ଘଟଣାରେ ଆହତଙ୍କ ସଂଖ୍ୟା ସ୍ପଷ୍ଟ ହୋଇନାହିଁ । ଏହି ଦୁର୍ଘଟଣାରେ କିଛି ପିଲାଙ୍କ ହାତ, ଗୋଡ଼ ଓ ଚେହେରାରେ ଗଭୀର ଆଘାତ ଲାଗିଛି। ମୃତ ଶିଶୁଙ୍କ ପରିଚୟ ମଧ୍ୟ ଠିକ୍‌ରେ ହୋଇପାରିନାହିଁ ।  ପୋଲିସ୍‌ ଏହି ଘଟଣାର ତଦନ୍ତ କରୁଛି । ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.