Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭାରେ ଆଗତ ହେଲା ‘ଜମ୍ମୁ-କାଶ୍ମୀର ପୁନର୍ଗଠନ ବିଲ’
ଆଜିର ଖବର

ଲୋକସଭାରେ ଆଗତ ହେଲା ‘ଜମ୍ମୁ-କାଶ୍ମୀର ପୁନର୍ଗଠନ ବିଲ’

August 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଲୋକସଭାରେ ଉପସ୍ଥାପନ ହୋଇଛି ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍। ଏହି ବିଲ୍‌କୁ ଗତକାଲି ରାଜ୍ୟସଭାରେ ମଞ୍ଜୁରୀ ମିଳିସାରିଛି।ଜମ୍ମୁ-କଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଧାରା ୩୭୦କୁ ଗତକାଲି ଉଚ୍ଛେଦ କରିଛନ୍ତି କେନ୍ଦ୍ର ସରକାର। ରାଜ୍ୟସଭାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ଐତିହାସିକ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଥିଲେ। ରାଜ୍ୟସଭାର ଅନୁମୋଦନ ପରେ ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ଓ ଧାରା ୩୭୦ ଧାରାକୁ ଉଚ୍ଛେଦ କରିବା ପାଇଁ ପ୍ରସ୍ତାବିତ ବିଲ୍‌ ଆଜି ଲୋକସଭାରେ ଆଗତ ହୋଇଛି। ବିରୋଧଙ୍କ ହଟ୍ଟଗୋଳ ମଧ୍ୟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ ଆଗତ କରିଛନ୍ତି। ଅମିତ୍ ଶାହା ବିଲ୍‌ ଉପସ୍ଥାପନ କରି ପାକିସ୍ତାନ ଅଧିକୃତ କଶ୍ମୀର ବା ପିଓକେ ବି ଆମର ବୋଲି କହିଛନ୍ତି। ଶ୍ରୀ ଶାହ କହିଛନ୍ତି, “ଜମ୍ମୁ-କଶ୍ମୀର ହେଉଛି ଭାରତର ଅଭିନ୍ନ ଅଙ୍ଗ। ପିଓକେ ମଧ୍ୟ ଏହା ମଧ୍ୟରେ ଆସୁଛି। ଆମେ କଶ୍ମୀର ପାଇଁ ଜୀବନ ଦେବାକୁ ପ୍ରସ୍ତୁତ। କଶ୍ମୀର ସମସ୍ୟାର ସମାଧାନ ପାଇଁ ଏଭଳି ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି । କଂଗ୍ରେସର ମନୀଷ ତିୱାରୀ ଏହାକୁ ବିରୋଧ କରିଛନ୍ତି। ବର୍ତ୍ତମାନ ଏହି ଉପରେ ଲୋକସଭାରେ ବିତର୍କ ଚାଲିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025
Latest News

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.