Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ
ଆଜିର ଖବର

ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମ

November 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling attends World Vasectomy Week celebrations in Bhubaneswar
Mukesh Mahaling attends World Vasectomy Week celebrations in Bhubaneswar

ଭୁବନେଶ୍ଵର: ପୁରୁଷ ବନ୍ଧ୍ୟାକରଣ ଦ୍ବାରା କୌଣସି ପୁରୁଷ ନିଜର ପୁରୁଷାକାର କରାଏ ନାହିଁ, ବରଂ ଏହା ସମାଜକୁ ଅଧିକ ସୁଦୃଢ କରିବାରେ ସହାୟକ ହୋଇଥାଏ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ କହିଛନ୍ତି। ଗୀତଗୋବିନ୍ଦ ସଦନରେ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପକ୍ଷରୁ ଆୟୋଜିତ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ, ଲୋକମାନଙ୍କୁ ଏ ଦିଗରେ ସଚେତନ କରାଯିବା ଆବଶ୍ୟକ। ଆଶାଦିଦି ମାନଙ୍କର ଏଥିରେ ବିଶେଷ ଭୂମିକା ରହିଛି ବୋଲି ସେ କହିଥିଲେ।

କୋରାପୁଟ, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼ ଓ କଳାହାଣ୍ଡି ଭଳି ଜନଜାତି ଜିଲ୍ଲାଗୁଡ଼ିକରେ ଏହି ସଚେତନତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ଲାଗି ସେ ପରାମର୍ଶ ଦେଇଥିଲେ।

bhubaneswar Mukesh Mahaling World Vasectomy Week ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

 ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ: ମୁଖ୍ୟମନ୍ତ୍ରୀଙ୍କ ସହ ବିକାଶ ସମ୍ପର୍କିତ ନୀତି ସମ୍ପର୍କରେ ହେଲା ଆଲୋଚନା

January 30, 2026

“ଅନିଶ୍ଚିତତା ମଧ୍ୟରେ ଉଦ୍ୟୋଗୀ ନୀତି ନିର୍ଦ୍ଧାରଣ” ଦିଗରେ ଗଭୀର ପରିବର୍ତ୍ତନ ଆବଶ୍ୟକ: ଆର୍ଥିକ ସର୍ବେକ୍ଷଣ

January 30, 2026

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

January 30, 2026

ଆଜି ଜାନୁୟାରୀ ୩୦ ତାରିଖ ଶୁକ୍ରବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

January 30, 2026
Latest News

ଅସୀମ ମୁନିରଙ୍କ ପାଇଁ ଜାତିସଂଘରେ ପାକିସ୍ତାନକୁ ନିନ୍ଦା କଲା ଭାରତ: ଜାଣନ୍ତୁ କାରଣ

January 30, 2026

ଦୃଢ଼ ଭବିଷ୍ୟତର ଭିତ୍ତି ହେଉଛି ସୁସ୍ଥ ଜନସଂଖ୍ୟା: ଅର୍ଥନୈତିକ ସର୍ଭେ

January 30, 2026

 ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ: ମୁଖ୍ୟମନ୍ତ୍ରୀଙ୍କ ସହ ବିକାଶ ସମ୍ପର୍କିତ ନୀତି ସମ୍ପର୍କରେ ହେଲା ଆଲୋଚନା

January 30, 2026

“ଅନିଶ୍ଚିତତା ମଧ୍ୟରେ ଉଦ୍ୟୋଗୀ ନୀତି ନିର୍ଦ୍ଧାରଣ” ଦିଗରେ ଗଭୀର ପରିବର୍ତ୍ତନ ଆବଶ୍ୟକ: ଆର୍ଥିକ ସର୍ବେକ୍ଷଣ

January 30, 2026

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

January 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.