Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେ.ପି. ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୌଜନ୍ୟମୂଳକ ସାକ୍ଷାତ, ସ୍ୱାସ୍ଥ୍ୟ ଉନ୍ନୟନ ଉପରେ ଆଲୋଚନା
ଆଜିର ଖବର

ଜେ.ପି. ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୌଜନ୍ୟମୂଳକ ସାକ୍ଷାତ, ସ୍ୱାସ୍ଥ୍ୟ ଉନ୍ନୟନ ଉପରେ ଆଲୋଚନା

November 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜେ.ପି. ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜେ.ପି. ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୌଜନ୍ୟମୂଳକ ସାକ୍ଷାତ,

CM Mohan Ch Majhi meets JP Nadda

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଏବଂ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। ଶ୍ରୀ ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ରାଜ୍ୟ ସରକାରଙ୍କୁ ଅଧିକ ଉତ୍ସାହର ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

ଜେ ପି ନଡ୍ଡା ବିଜେପି ଅଧ୍ୟକ୍ଷ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଫ୍ଲାଟ ବିକ୍ରି କରିବ ବିଡିଏ, 2 BHK ଓ 3 BHK ର ମୂଲ୍ୟ ହେଲା…

November 23, 2025

ଆଇଏଫଏଫଆଇ ଗୋଆରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ମାଳିପୁଟ ମେଲୋଡ଼ିଜ୍

November 23, 2025

ଆଜି ନଭେମ୍ବର ୨୩ ତାରିଖ ରବିବାର ଦିନ ସାତୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଖୁସି ଖବର

November 23, 2025

ବାଲୁଗାଁରେ ଗୋଷ୍ଠୀ ସଂଘର୍ଷ, ୬ ଗିରଫ

November 22, 2025
Latest News

ଭୁବନେଶ୍ବରରେ ଫ୍ଲାଟ ବିକ୍ରି କରିବ ବିଡିଏ, 2 BHK ଓ 3 BHK ର ମୂଲ୍ୟ ହେଲା…

November 23, 2025

ଆଇଏଫଏଫଆଇ ଗୋଆରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ମାଳିପୁଟ ମେଲୋଡ଼ିଜ୍

November 23, 2025

ଜେ.ପି. ନଡ୍ଡାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୌଜନ୍ୟମୂଳକ ସାକ୍ଷାତ, ସ୍ୱାସ୍ଥ୍ୟ ଉନ୍ନୟନ ଉପରେ ଆଲୋଚନା

November 23, 2025

ଆଜି ନଭେମ୍ବର ୨୩ ତାରିଖ ରବିବାର ଦିନ ସାତୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଖୁସି ଖବର

November 23, 2025

ବାଲୁଗାଁରେ ଗୋଷ୍ଠୀ ସଂଘର୍ଷ, ୬ ଗିରଫ

November 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.