Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ
ଆଜିର ଖବର

କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ

November 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ
କଣ୍ଟେନର ସହିତ ବିପୁଳ ପରିମାଣର ଗୋ ମାଂସ ଜବତ, ଜାତୀୟ ରାଜପଥରୁ ଧରିଲା ବାଣପୁର ପୋଲିସ

ବାଣପୁର: ଆଜି ସନ୍ଧ୍ୟାରେ ସ୍ଥାନୀୟ ଲୋକ ବାଣପୁର ପୋଲିସ ସହାୟତାରେ ଜାତୀୟ ରାଜପଥ ଉପରେ ଏକ କଣ୍ଟେନରରେ ବିପୁଳ ପରିମାଣର ଗୋ ମାଂସ ଜବତ ହୋଇଛି। ପ୍ରକାଶ ଥାଉକି ଜାତୀୟ ରାଜପଥ ଉପରେ ଡାଙ୍ଗୁଆ ଗ୍ରାମର ଜିତେନ୍ଦ୍ର ବିଶ୍ୱାଳ ମୋଟର ସାଇକେଲରେ ବାଲୁଗାଁ ଆସୁଥିବା ବେଳେ MH25AJ5330 ନମ୍ବର ଥିବା ଏକ କଣ୍ଟେନରରୁ ରକ୍ତ ଓ ପାଣି ଝରୁଥିବା ଦେଖି ସନ୍ଦେହ ହେବାରୁ ଗାଡିକୁ ପିଛା କରି ଗୋପୀନାଥପୁର ଛକ ପାଖରେ ସ୍ଥାନୀୟ ଲୋକଙ୍କ ସହାୟତରେ ଅଟକ ରଖି ୧୧୨କୁ କଲ କରି ପୋଲିସ ସହାୟତା ମାଗିଥିଲେ। ସ୍ଥାନୀୟ ଲୋକ ଚାଲାଣ ମାଗିବାରୁ ଡ୍ରାଇଭର ଓ ହେଲଫର ଲୁହା ରଡ଼ ଓ ଛୁରୀ ଦେଖାଇ ଭୟଭୀତ କରିଥିଲେ।

ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତରେ ଡ୍ରାଇଭର ଓ ହେଲ୍ପରକୁ କାବୁ କରି ଗାଡିକୁ ଜବତ କରିଥିଲା। ଗାଡି ତନଖରେ ସେଥିରେ ୬୦୦୦କେଜି ଗୋମାଂସ ଥିବା ଜଣାପଡିଥିଲା। ଉକ୍ତ ଗୋମାଂସ ଗାଡିଟି କଲିକତା ରୁ ହାଇଦ୍ରାବାଦ ଯାଉଥିବା ଜଣାପଡିଛି। ଉକ୍ତ ଘଟଣାକୁ ନେଇ ଜିତେନ୍ଦ୍ର ବାଣପୁର ଥାନାରେ ଏତଲା ଦେବାପରେ ଗାଡିକୁ ଜବତ କରି ତଦନ୍ତ ଜାରି ରଖିଛି।

କୋଲକତା ଗୋ ମାଂସ ଜବତ ଜାତୀୟ ରାଜପଥ ବାଣପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026
Latest News

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.