Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ
ଆଜିର ଖବର

ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ
ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

ନୂଆଦିଲ୍ଲୀ: ସମ୍ବିଧାନ ଦିବସ ଉପଲକ୍ଷେ ବୁଧବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।

ଏହି ଔପଚାରିକ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶ୍ରୀ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ କରାଯାଇଥିବା ପୋଷ୍ଟରେ ସୂଚନା ଦିଆଯାଇଛି ଯେ:

‘‘ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।’’

ଡକ୍ଟର ପି.କେ.ମିଶ୍ର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.