Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ମୁଖ୍ୟରାସ୍ତା ଉଭୟ ପାର୍ଶ୍ୱରୁ ବେଆଇନ ଜବରଦଖଲ ଉଚ୍ଛେଦ
ଆଜିର ଖବର

ବାଲୁଗାଁ ମୁଖ୍ୟରାସ୍ତା ଉଭୟ ପାର୍ଶ୍ୱରୁ ବେଆଇନ ଜବରଦଖଲ ଉଚ୍ଛେଦ

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ବାଲୁଗାଁ ମୁଖ୍ୟରାସ୍ତା ଉଭୟ ପାର୍ଶ୍ୱରୁ ବେଆଇନ ଜବରଦଖଲ ଉଚ୍ଛେଦ

ବାଲୁଗାଁ: ବାଲୁଗାଁ ସହରର ମୁଖ୍ୟ ରାସ୍ତା ସମ୍ପ୍ରସାରଣ ନେଇ ୫ନଂ ଜାତୀୟ ରାଜପଥ ଉଭୟ ପାର୍ଶ୍ଵରେ ଥିବା ବେଆଇନ ନିର୍ମାଣ ଉଚ୍ଛେଦ ପ୍ରକ୍ରିୟା ଗତ ଜାନୁଆରୀ ଓ ଅକ୍ଟୋବର ମାସରେ ଦୁଇଟି ପର୍ଯ୍ୟାୟରେ କରାଯାଇଥିବା ବେଳେ ବୁଧବାର ଦିନ ତୃତୀୟ ପର୍ଯ୍ୟାୟରେ ଉଚ୍ଛେଦ କରାଯାଇଛି। ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଦୃତ ଗତିରେ ଚାଲିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ମାପଚୂପରେ ଅନିୟମିତତା ଅଭିଯୋଗ ଆଣି ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ।ଯାହାକି ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକୁ ତ୍ଵରାନିତ କରିବା ନେଇ ଉଭୟ ପାର୍ଶ୍ଵ ସରକାରୀ ଜାଗାରୁ ବେଆଇନ ଜବରଦଖଲ ଉଚ୍ଛେଦ କରାଯାଇଛି।

ସୂଚନା ଥାଉକି ବାଲୁଗାଁ ସହରର ମୁଖ୍ୟ ରାସ୍ତା ଗୋବର୍ଦ୍ଧନପୁର ଠାରୁ ଗବପଦର ମୌଜା ପର୍ଯ୍ୟନ୍ତ ଦୀର୍ଘ ୪ କିମି ରାସ୍ତା ୪ ଲେନ ବିଶିଷ୍ଟ ସମ୍ପ୍ରସାରଣ ନିମନ୍ତେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ କାର୍ଯ୍ୟାଦେଶ ପାଇଁ ନିର୍ଦ୍ଦେଶ ରହିଥିଲା।ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସରକାରୀ ଜାଗା ଚିହ୍ନଟ କରି ଅବରୋଧକାରୀଙ୍କୁ ସୂଚିତ କରାଯିବାସହ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗତ ଅକ୍ଟୋବର ୪ ଓ ଜାନୁଆରୀରେ ୫ ତାରିଖରେ ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ମାତ୍ର କିଛି ଲୋକଙ୍କ ଅଭିଯୋଗ ମାପଚୂପରେ ଅନିୟମିତତା ହୋଇଥିବା କାରଣ ଯୋଗୁଁ ଉଚ୍ଛେଦ ପ୍ରକ୍ରିୟା ସ୍ଥଗିତ ରହିଥିଲା।

ଯାହାକି ଆଜି ପୂର୍ବାହ୍ନରେ ଚିଲିକା ତହସିଲଦାର କାହ୍ନୁ ଚରଣ ଘଡେଇଙ୍କ ନିର୍ଦ୍ଦେଶ କ୍ରମେ ତ୍ୱରାନ୍ୱିତ ଭାବରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଉକ୍ତ ଉଚ୍ଛେଦରେ ଅତିରିକ୍ତ ତହସିଲଦାର ବିଷ୍ଣୁପ୍ରିୟା ବେହେରା, ବାଲୁଗାଁ ରାଜସ୍ୱ ଅଧିକାରୀ, ଅମିନ, ତହସିଲ କର୍ମଚାରୀ, ଏକ ପ୍ଲାଟୁନ ଫୋର୍ସ ଓ ସ୍ଥାନୀୟ ପୋଲିସ ପ୍ରଶାସନ ପ୍ରମୁଖ ଉପସ୍ଥିତ ଥିଲେ।

ବାଲୁଗାଁ ବେଆଇନ ଜବରଦଖଲ ଉଚ୍ଛେଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025

ବଡ଼ ରେକର୍ଡ କଲା ଟାଟା ସିଏରା: ୨୪ ଘଣ୍ଟା ମଧ୍ୟରେ ହେଲା ୭୦,୦୦୦ ରୁ ଅଧିକ ବୁକିଂ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.