Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ
ଆଜିର ଖବର

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଇଗଣବାଡ଼ି ଛକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ବାଲି ଟ୍ରକ୍ କୁ ପିଟି ହୋଇ କୁମାର ଚନ୍ଦ୍ର ବେହେରା (ଜିତୁ) ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ସୁଚନା ଅନୁଯାୟୀ ଜଣାପଡିଛି ଯେ, ମୃତ ଯୁବକ ଜଣକର ଘର ଟାଉନ୍ ଥାନା ଅର୍ନ୍ତଗତ ଗେଟ୍ ବଜାର ବ୍ୟାଙ୍କ କଲୋନୀ ଓ ସେ ମୋଟରସାଇକେଲ ଯୋଗେ ମୋହନା ଅଞ୍ଚଳରୁ ନିଜ ଘରକୁ ଫେରୁଥିବା ବେଳେ ଏହି ଭଳି ଘଟଣାର ସମ୍ମୁଖୀନ ହୋଇଛି। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାକୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଥିଲେ ଓ ଚିକିତ୍ସାଧୀନ ଅବସ୍ଥାରେ କର୍ତ୍ତବ୍ୟରତ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି।

ଖବର ପାଇ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରକ୍ ଓ ମୋଟରସାଇକେଲ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଚାଳକର ମୃତ୍ୟୁ ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.