Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନ ବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନ ବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନ ବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ସେହିପରି ବିମାନ ବନ୍ଦର ବାହାରେ ମଧ୍ୟ ତାଙ୍କୁ ସ୍ବାଗତ କରିବା ପାଇଁ ବିଭିନ୍ନ ନୃତ୍ୟର ଆୟୋଜନ କରାଯାଇଥିଲା।

ରାଷ୍ଟ୍ରପତି କାରକେଡ ରେ ସିଧା ରାଜଭବନ ଆସିଥିଲେ। ସେଠାରେ ସେ କିଛି ସମୟ ଅବସ୍ଥାନ କରିବା ପରେ ସେଠାରେ ସେ କଳିଙ୍ଗ ଅତିଥୀ ଭବନକୁ ଉଦଘାଟନ କରିବେ। ଏହାପରେ ସେ  ଅପରାହ୍ନ ୪ ଟା ୨୦ ରେ ବିଧାନସଭାରେ ପହଞ୍ଚିବେ। ସେଠାରେ ସେ ୪ ଟା ୩୦ ରୁ ୫ ଟା ୩୦ ପର୍ଯ୍ୟନ୍ତ ଗୃହରେ ଅଭିଭାଷଣ ରଖିବେ।

ଓଡିଶାରେ ରାଷ୍ଟ୍ରପତି ଭୁବନେଶ୍ବରରେ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026
Latest News

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.