Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ୮.୨% ଦୃଢ଼ ଜିଡିପି ଅଭିବୃଦ୍ଧିକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଭାରତର ୮.୨% ଦୃଢ଼ ଜିଡିପି ଅଭିବୃଦ୍ଧିକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

November 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଭାରତର ୮.୨% ଦୃଢ଼ ଜିଡିପି ଅଭିବୃଦ୍ଧିକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସଦ୍ୟତମ ଜିଡିପି ଆକଳନକୁ ସ୍ୱାଗତ କରି କହିଛନ୍ତି ଯେ, ୨୦୨୫-୨୬ର ଦ୍ୱିତୀୟ ତ୍ରୈମାସିକରେ ଭାରତର ଅର୍ଥନୀତି ପ୍ରଭାବଶାଳୀ ୮.୨% ଅଭିବୃଦ୍ଧି ହାସଲ କରିଛି। ସେ କହିଛନ୍ତି ଯେ, ଏହି ସଫଳତା ସରକାରଙ୍କ ବିକାଶ ଅଭିମୁଖୀ ନୀତି ଓ ସଂସ୍କାରର ପ୍ରଭାବ ସହିତ ଭାରତର ଲୋକଙ୍କ କଠିନ ପରିଶ୍ରମ ଏବଂ ଔଦ୍ୟୋଗିକତାକୁ ପ୍ରତିଫଳିତ କରୁଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି ଯେ, ସରକାର ସଂସ୍କାରକୁ ଆଗକୁ ବଢ଼ାଇବା ଏବଂ ପ୍ରତ୍ୟେକ ନାଗରିକଙ୍କ ପାଇଁ ଜୀବନଧାରଣକୁ ସହଜ କରିବାକୁ ପ୍ରତିବଦ୍ଧ। ଅଭିବୃଦ୍ଧିର ଲାଭ ସମାଜର ସମସ୍ତ ବର୍ଗର ଲୋକଙ୍କ ପାଖରେ କିପରି ପହଞ୍ଚିବ ସରକାର ତାହା ସୁନିଶ୍ଚିତ କରୁଛନ୍ତି ବୋଲି ସେ କହିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

“୨୦୨୫-୨୬ର ଦ୍ୱିତୀୟ ତ୍ରୈମାସିକରେ ୮.୨% ଜିଡିପି ଅଭିବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ। ଏହା ଆମର ବିକାଶ ଅଭିମୁଖୀ ନୀତି ଏବଂ ସଂସ୍କାରର ପ୍ରଭାବକୁ ପ୍ରତିଫଳିତ କରୁଛି। ଏହା ଆମ ଲୋକମାନଙ୍କର କଠିନ ପରିଶ୍ରମ ଏବଂ ଔଦ୍ୟୋଗିକତାକୁ ମଧ୍ୟ ପ୍ରତିଫଳିତ କରୁଛି। ଆମ ସରକାର ସଂସ୍କାରକୁ ଆଗକୁ ବଢ଼ାଇବା ଏବଂ ପ୍ରତ୍ୟେକ ନାଗରିକଙ୍କ ପାଇଁ ଜୀବନଧାରଣକୁ ସହଜ କରିବା ଜାରି ରଖିବ।”

ଆର୍ଥିକ ବର୍ଷ ଜିଡିପି ଅଭିବୃଦ୍ଧି ଦ୍ୱିତୀୟ ତ୍ରୈମାସିକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.