Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦକ୍ଷିଣ ଆଫ୍ରିକା ବିରୋଧ ପ୍ରଥମ ODI ରେ କେତେ ନମ୍ବରରେ ଖେଳିବେ ରାହୁଲ?, କଲେ ଘୋଷଣା
ଆଜିର ଖବର

ଦକ୍ଷିଣ ଆଫ୍ରିକା ବିରୋଧ ପ୍ରଥମ ODI ରେ କେତେ ନମ୍ବରରେ ଖେଳିବେ ରାହୁଲ?, କଲେ ଘୋଷଣା

November 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କେଏଲ ରାହୁଲ
ଦକ୍ଷିଣ ଆଫ୍ରିକା ବିରୋଧ ପ୍ରଥମ ODI ରେ କେତେ ନମ୍ବରରେ ଖେଳିବେ ରାହୁଲ?, କଲେ ଘୋଷଣା

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ODI ସିରିଜରେ କେଏଲ ରାହୁଲ ଭାରତୀୟ ଦଳର ଅଧିନାୟକ ହେବେ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରାହୁଲ ଆଗାମୀ ODI ସିରିଜରେ ଷଷ୍ଠ ନମ୍ବରରେ ବ୍ୟାଟିଂ କରିବେ ବୋଲି ନିଶ୍ଚିତ କରିଛନ୍ତି। ନିୟମିତ ODI ଅଧିନାୟକ ଶୁଭମନ ଗିଲ ଆଘାତ ଯୋଗୁଁ ସିରିଜରୁ ବାଦ ପଡିଛନ୍ତି। ଏହା ଫଳରେ ଓପନିଂ ସ୍ଲଟ୍ ଖାଲି ପଡ଼ିଛି। କିନ୍ତୁ ରାହୁଲ କହିଛନ୍ତି ଯେ, ସେ ODI ଦଳରେ ଷଷ୍ଠ ନମ୍ବରରେ ବ୍ୟାଟିଂ ଜାରି ରଖିବେ।

IND VS SA IND Vs SA ODI India Vs South Africa kl rahul
Share. Facebook Twitter LinkedIn Email WhatsApp Copy Link

Related Posts

ସିଆଇଆଇ ପକ୍ଷରୁ ଭାରତର ଶ୍ରେଷ୍ଠ ଇନୋଭେଟରଙ୍କ ମଧ୍ୟରେ ଜିଓ ସାମିଲ 

December 19, 2025

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025
Latest News

ସିଆଇଆଇ ପକ୍ଷରୁ ଭାରତର ଶ୍ରେଷ୍ଠ ଇନୋଭେଟରଙ୍କ ମଧ୍ୟରେ ଜିଓ ସାମିଲ 

December 19, 2025

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.