Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନୀଭୂତ ହେଉଛି ଲଘୁଚାପ : 5 ଜିଲ୍ଲାକୁ ରେଡ୍‌ ଆଲର୍ଟ
ଆଜିର ଖବର

ଘନୀଭୂତ ହେଉଛି ଲଘୁଚାପ : 5 ଜିଲ୍ଲାକୁ ରେଡ୍‌ ଆଲର୍ଟ

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ମଧ୍ୟ ଆକଳନ କରାଯାଇଛି । ଭୀଷଣ ବର୍ଷା ନେଇ 5ଟି ଜିଲ୍ଲାକୁ ରେର୍ଡ ୱାର୍ଣ୍ଣିଂରେ ରଖାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗରୁ ସୂଚନା ମିଳିଛି । ସମ୍ବଲପୁର, ଦେଓଗଡ଼, ବରଗଡ଼,ନୂଆପଡ଼ା ଓ ବଲାଙ୍ଗୀର ରେଡ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ କଳାହାଣ୍ଡି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କଟକ, କେନ୍ଦ୍ରାପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେଉଁଝର, ମୟୁରଭଞ୍ଜ ଓ ନବରଙ୍ଗପୁରର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026
Latest News

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.