Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନୀଭୂତ ହେଉଛି ଲଘୁଚାପ : 5 ଜିଲ୍ଲାକୁ ରେଡ୍‌ ଆଲର୍ଟ
ଆଜିର ଖବର

ଘନୀଭୂତ ହେଉଛି ଲଘୁଚାପ : 5 ଜିଲ୍ଲାକୁ ରେଡ୍‌ ଆଲର୍ଟ

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ମଧ୍ୟ ଆକଳନ କରାଯାଇଛି । ଭୀଷଣ ବର୍ଷା ନେଇ 5ଟି ଜିଲ୍ଲାକୁ ରେର୍ଡ ୱାର୍ଣ୍ଣିଂରେ ରଖାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗରୁ ସୂଚନା ମିଳିଛି । ସମ୍ବଲପୁର, ଦେଓଗଡ଼, ବରଗଡ଼,ନୂଆପଡ଼ା ଓ ବଲାଙ୍ଗୀର ରେଡ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ କଳାହାଣ୍ଡି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କଟକ, କେନ୍ଦ୍ରାପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେଉଁଝର, ମୟୁରଭଞ୍ଜ ଓ ନବରଙ୍ଗପୁରର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.