Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରାକ୍‌ରେ ପାଣି : 3ଟି ଟ୍ରେନ ବାତିଲ, 5 ଟ୍ରେନ୍‌ର ଗତିପଥ ବରିବର୍ତ୍ତନ
ଆଜିର ଖବର

ଟ୍ରାକ୍‌ରେ ପାଣି : 3ଟି ଟ୍ରେନ ବାତିଲ, 5 ଟ୍ରେନ୍‌ର ଗତିପଥ ବରିବର୍ତ୍ତନ

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଫଳରେ ଦକ୍ଷିଣ ଓଡିଶାରେ ପ୍ରବଳ ମାତ୍ରାରେ ବର୍ଷା ଜାରି ରହିଛି । ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଟ୍ରେନ ଲାଇନ ଉପରେ ମଧ୍ୟ ପାଣି ଜମି ହୋଇ ରହିଛି । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ରାୟଗଡା-ଟିଟିଲାଗଡ ଟ୍ରାକରେ ବନ୍ୟାପାଣି ପାଣି ଜମିଛି । ସମ୍ବଲପୁର-କୋରାପୁଟ-ସମ୍ବଲପୁର ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଛି । ଏତତ୍ ବ୍ୟତୀତ ସମ୍ବଲପୁର-ଜୁନାଗଡ ରୋଡ ପାସେଞ୍ଜର ଟ୍ରେନ ମଧ୍ୟ ବାତିଲ ହୋଇଛି । ସେହିପରି ରାୟଗଡା-ବିଶାଖାପାଟଣା, ରାୟଗଡା-ସମ୍ବଲପୁର-ରାୟଗଡା ଟ୍ରେନକୁ ମଧ୍ୟ ବାତିଲ କରାଯାଇଛି । ସମୁଦାୟ 3ଟି ଟ୍ରେନ୍‌ ବାତିଲ ହୋଇଥିବା ବେଳେ 5ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.