Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Swamijee Public School: ରଂଗାରଂଗ ପରିବେଶରେ ପାଳିତ ହେଲା ସ୍ୱାମୀଜୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ
ଆଜିର ଖବର

Swamijee Public School: ରଂଗାରଂଗ ପରିବେଶରେ ପାଳିତ ହେଲା ସ୍ୱାମୀଜୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

December 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ୱାମୀଜୀ ପବ୍ଲିକ ସ୍କୁଲ

Swamijee Public School: ଲଷ୍ମୀସାଗର କଟକ ରୋଡ଼ ସ୍ଥିତ ସ୍ୱାମୀଜୀ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଗତକାଲି ସ୍ଥାନୀୟ ଏକାମ୍ର ହାଟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀମାନେ ବିଭିନ୍ନ ରଂଗାରଂଗ ନୃତ୍ୟ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କୁ ଆକର୍ଷିତ କରିଥିଲେ। ସ୍କୁଲ ତରଫରୁ କରାଯାଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ଉପଲକ୍ଷେ ଆୟୋଜିତ ସଭା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲେଖକ ଓ ପ୍ରଶାସକ ଡ଼. ସଂଗ୍ରାମ କେଶରୀ ସାମନ୍ତରାୟ, ମୁଖ୍ୟବକ୍ତା ଭାବେ ପ୍ରସିଦ୍ଧ ଲେଖକ ଓ ସଂଳାପକାର ଡ଼. ରଜନୀ ରଞ୍ଜନ, ସଂମ୍ମାନୀୟ ଅତିଥି ଭାବେ ହାସ୍ୟ ଅଭିନେତା ଦେବୁ ବ୍ରହ୍ମା, ବ୍ୟଙ୍ଗ କବି ଡ଼. ରମାକାନ୍ତ ମହାପାତ୍ର, ଲେଖିକା ଶ୍ଵେତା ରାଉତ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ଛାତ୍ରଛାତ୍ରୀମାନେ କିପରି ନିଜର ସୁନ୍ଦର ଭବିଷ୍ୟତ ଗଢିପାରିବେ ସେ ନେଇ ବକ୍ତବ୍ୟ ପ୍ରଦାନ କରିଥିଲେ।

Swamijee Public School

ଏହି ଉତ୍ସବର ସଭାପତିତ୍ୱ କରିଥିଲେ ବିଦ୍ୟାଳୟ ଅଧ୍ୟକ୍ଷ ସରୋଜ କୁମାର ରାଉତ। ଏ ସମସ୍ତ କାର୍ଯ୍ୟକ୍ରମକୁ ସମ୍ପାଦିକା ସନ୍ଧ୍ୟାରାଣୀ ପାଇକରାୟ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଦ୍ୱାରା ପରିଚାଳନା କରାଯାଇଥିଲା।

Swamijee Public School ସ୍ୱାମୀଜୀ ପବ୍ଲିକ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.