Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଷମା ସ୍ବରାଜଙ୍କ ପରଲୋକ : ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବିଭିନ୍ନ ନେତାଙ୍କ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ସୁଷମା ସ୍ବରାଜଙ୍କ ପରଲୋକ : ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବିଭିନ୍ନ ନେତାଙ୍କ ଶ୍ରଦ୍ଧାଞ୍ଜଳି

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଙ୍ଗଳବାର ଦିଲ୍ଲୀ ସ୍ଥିତ ଏମ୍ସରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି । ବୁଧବାର ଅପରାହ୍ନ 3ଟାରେ ସ୍ବରାଜଙ୍କ ଶେଷକୃତ୍ୟ ସମ୍ପନ୍ନ ହେବାକୁ ଥିବା ବେଳେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ନେତା ଶେଷଦର୍ଶନ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁଷମାଙ୍କ ଜନ୍ତର ମନ୍ତର ସ୍ଥିତ ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ କରିଥିଲେ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ୟତିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସ୍ବରାଜଙ୍କ ଅନ୍ତିମ ଦର୍ଶନ ପାଇଁ ଉପସ୍ଥିତ ଥିଲେ । ଉଭୟ ସୁଷମାଙ୍କ ସ୍ବାମୀ ସ୍ବରାଜ କୌଶଲଙ୍କୁ ଭେଟିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପ ରାଷ୍ଟ୍ରପତି ଏମ୍‌ ଭେଙ୍କିଆ ନାଇଡୁ, ଗୃହ ମନ୍ତ୍ରୀ ଅମିତ ଶାହା ପ୍ରମୁଖ ଶେଷ ଥର ପାଇଁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ୟୁପିଏ ସଭାନେତ୍ରୀ ସୋନିଆ ଗାନ୍ଧୀ ମଧ୍ୟ ଅନ୍ତିମ ଦର୍ଶନ ପାଇଁ ଆସି ସୁଷମାଙ୍କ ଝିଅ ବାଂଶୁରୀ ସ୍ବରାଜଙ୍କୁ ଭେଟିଥିଲେ । ଅନ୍ତିମ ଦର୍ଶନ ନିମନ୍ତେ ଅନ୍ୟମାନଙ୍କ ମଧ୍ୟରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଏସ୍‌ପି ମୁଖ୍ୟ ମାୟାବତୀ, କେରଳ ମୁଖ୍ୟମନ୍ତ୍ରୀ ଓମାନ୍‌ ଚାଣ୍ଡି ଏବଂ ଯୋଗ ଗୁରୁ ବାବା ରାମଦେବ ମଧ୍ୟ ଅନ୍ତିମ ଦର୍ଶନ ନିମନ୍ତେ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.