Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦିତ୍ୟ ଅଲୁମିନିୟମ୍‌ ତରଫରୁ ଦିବ୍ୟାଙ୍ଗ ଦିବସ ପାଳିତ, ଶିଶୁମାନଙ୍କ କମ୍ୟୁନିଟ ସେଣ୍ଟରର ଭୂମିପୂଜା
ଆଜିର ଖବର

ଆଦିତ୍ୟ ଅଲୁମିନିୟମ୍‌ ତରଫରୁ ଦିବ୍ୟାଙ୍ଗ ଦିବସ ପାଳିତ, ଶିଶୁମାନଙ୍କ କମ୍ୟୁନିଟ ସେଣ୍ଟରର ଭୂମିପୂଜା

December 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଦିତ୍ୟ ଅଲୁମିନିୟମ୍‌
ଆଦିତ୍ୟ ଅଲୁମିନିୟମ୍‌ ତରଫରୁ ଦିବ୍ୟାଙ୍ଗ ଦିବସ ପାଳିତ, ଶିଶୁମାନଙ୍କ କମ୍ୟୁନିଟ ସେଣ୍ଟରର ଭୂମିପୂଜା

ରେଙ୍ଗାଲି: ଆଦିତ୍ୟ ଅଲୁମିନିୟମ୍‌ ଲପଙ୍ଗା, ବ୍ଲକ ଶିକ୍ଷା କାର୍ଯ୍ୟାଳୟ ରେଙ୍ଗାଲିଙ୍କ ସହଯୋଗରେ ‘ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ’ ଓ ‘ବିଶେଷ ଆବଶ୍ୟକତା ଥିବା ଶିଶୁମାନଙ୍କ ପାଇଁ କମ୍ୟୁନିଟି ରିସୋର୍ସ ସେଣ୍ଟର’ ର ଭୂମିପୂଜା କାର୍ଯ୍ୟକ୍ରମ ଆୟୋଜନ କରିଥିଲା।

ଏହି କାର୍ଯ୍ୟକ୍ରମରେ ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ସତପଶ୍ରୀ ମହାପାତ୍ର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ମହେନ୍ଦ୍ର ବାଘ, ଅତିରିକ୍ତ ବ୍ଲକ ଗୋଷ୍ଠୀ ଅଧିକାରୀ ଶ୍ରୀ ସୁଖଲାଲ ସିଂହ, ବ୍ଲକ୍‌ ଚେୟାରମ୍ୟାନ୍‌ ଶ୍ରୀ ସତ୍ୟନାରାୟଣ ଅଗରୱାଲ, ଆଦିତ୍ୟ ଆଲୁମିନିୟମ କାରଖାନାର ମାନବସମ୍ବଳ ମୁଖ୍ୟ ଶ୍ରୀ ବିନୋଦ ନନ୍ଦ ଠାକୁର, ଶିପିପି ମୁଖ୍ୟ ଶ୍ରୀ ଗୁଲଶନ ତିୱାରୀ, ଅର୍ଥ ବିଭାଗ ମୁଖ୍ୟ ଶ୍ରୀ ରଜତ ମଜୁମଦାର ଓ ପାରିପାର୍ଶ୍ବିକ ବିଭାଗ ମୁଖ୍ୟ ଶ୍ରୀ ରବି ନିୱାସ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଟି ପୁରୁଣା ବ୍ଲକ ଶିକ୍ଷା କାର୍ଯ୍ୟାଳୟ, ରେଙ୍ଗାଲିରେ ଆୟୋଜିତ ହୋଇଥିଲା।

ପ୍ରାୟ ୨୦୦ ଶିଶୁ, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ଏକ ପଦ ଯାତ୍ରା ଦ୍ୱାରା କାର୍ଯ୍ୟକ୍ରମର ଆରମ୍ଭ ହୋଇଥିଲା। ପରେ ବିଭିନ୍ନ ଖେଳ, ଗୀତ ଏବଂ ନୃତ୍ୟ ପ୍ରତିଯୋଗିତା ହୋଇଥିଲା। ବିଶେଷ ଶିଶୁମାନେ ଖେଳ, ଗୀତ ଓ ନୃତ୍ୟ ଦୃଶ୍ୟ ଦେଖିବା ଅତ୍ୟନ୍ତ ଅନୁ ଭବ ମୟ ଥିଲା। ସେମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସର ଉଚ୍ଚ ସ୍ତର ଦେଖାଗଲା। ସେମାନଙ୍କ ଅଭିଭାବକମାନଙ୍କର ଘୋର ସନ୍ତୋଷ ଓ ଆତ୍ମ ବିଶ୍ୱାସ ଦେଖିବା ସବୁଠାରୁ ଅଧିକ ପ୍ରେରଣା ଦାୟକ ଥିଲା। ଏଭଳି ସଚେତନତା କାର୍ଯ ପାଇଁ ସ୍ଥାନୀୟ ଅଧିବାସୀ ମାନେ ବହୁତ ପ୍ରଶଂସା କରିଥିଲେ ।

Aditya Almunium ଆଦିତ୍ୟ ଅଲୁମିନିୟମ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.