Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର
ଆଜିର ଖବର

ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର

December 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର
ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଅଦାର ଉପକାରିତା ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଛନ୍ତି ଯେ, ଶୀତଦିନେ ଅଦାର ଆବଶ୍ୟକତା ଅଧିକ। ଦଶ ଗ୍ରାମ ଅଦାରସ, କଞ୍ଚାଅଦା କିମ୍ବା ଘିଅ ସହ ଭାଜି ଗୁଡ଼ ସୈନ୍ଧବ ଲୁଣ ସହ ଖାଇଲେ ହାତ ପାଦରୁ ଚର୍ମ ଛାଡିବା, ଅଗ୍ନିମାନ୍ଦ୍ୟ, ଅଜୀର୍ଣ୍ଣ, ଅରୁଚି, ଆମବାତ, କଫ, ଶ୍ୱାସ, ଗଳାରୋଗ, ରକ୍ତହୀନତା, ଶୋଥ, ହୃଦୟ ରୋଗ, ଆଲର୍ଜି, ଅଦାରସ ଅଳ୍ପ ଗରମ କରି କାନରେ ପକାଇଲେ କର୍ଣ୍ଣ ଟଣା ଭଲ ହୁଏ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ମାଗଣା ଔଷଧ ବିତରଣ କରିଥିଲେ। ସମାଜସେବୀ ଡି.ଶ୍ରୀନିବାସ ରାଓ ଶିବିର ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଏହାର ସୁଯୋଗ ନିଅନ୍ତୁ।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବାଣପୁର: ସେଣ୍ଟ ଜାଭିୟର ହାଇସ୍କୁଲ ପକ୍ଷରୁ “ମାଗଣା ହାଟ” ନାମକ ସମାଜ କଲ୍ୟାଣ କାର୍ଯ୍ୟକ୍ରମ

January 11, 2026

ଜାନୁଆରୀ ୧୨ରେ ଯୁବ ନେତୃତ୍ୱକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

January 11, 2026
Latest News

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

January 11, 2026

ବାଣପୁର: ସେଣ୍ଟ ଜାଭିୟର ହାଇସ୍କୁଲ ପକ୍ଷରୁ “ମାଗଣା ହାଟ” ନାମକ ସମାଜ କଲ୍ୟାଣ କାର୍ଯ୍ୟକ୍ରମ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.