Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର
ଆଜିର ଖବର

ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର

December 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର
ବ୍ରହ୍ମପୁରରେ ମାଗଣା ସ୍ଵାସ୍ଥ୍ୟ ଶିବିର: ଶୀତଦିନେ ଅଦାର ଆବଶ୍ୟକତା ଉପରେ ସଚେତନ କଲେ ଡାକ୍ତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଅଦାର ଉପକାରିତା ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଛନ୍ତି ଯେ, ଶୀତଦିନେ ଅଦାର ଆବଶ୍ୟକତା ଅଧିକ। ଦଶ ଗ୍ରାମ ଅଦାରସ, କଞ୍ଚାଅଦା କିମ୍ବା ଘିଅ ସହ ଭାଜି ଗୁଡ଼ ସୈନ୍ଧବ ଲୁଣ ସହ ଖାଇଲେ ହାତ ପାଦରୁ ଚର୍ମ ଛାଡିବା, ଅଗ୍ନିମାନ୍ଦ୍ୟ, ଅଜୀର୍ଣ୍ଣ, ଅରୁଚି, ଆମବାତ, କଫ, ଶ୍ୱାସ, ଗଳାରୋଗ, ରକ୍ତହୀନତା, ଶୋଥ, ହୃଦୟ ରୋଗ, ଆଲର୍ଜି, ଅଦାରସ ଅଳ୍ପ ଗରମ କରି କାନରେ ପକାଇଲେ କର୍ଣ୍ଣ ଟଣା ଭଲ ହୁଏ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ମାଗଣା ଔଷଧ ବିତରଣ କରିଥିଲେ। ସମାଜସେବୀ ଡି.ଶ୍ରୀନିବାସ ରାଓ ଶିବିର ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଏହାର ସୁଯୋଗ ନିଅନ୍ତୁ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.