Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ ବି. ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ ବି. ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ

December 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ ବି. ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ
ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ ବି. ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ

ଭୁବନେଶ୍ଵର: ପୂର୍ବତଟ ରେଳପଥ ମୁଖ୍ୟାଳୟ ଓ ସମସ୍ତ ରେଳମଣ୍ଡଳରେ ଭାରତରତ୍ନ ଡ଼ଃ ବି. ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ଶ୍ରଦ୍ଧାଭାବ ଓ ସମ୍ମାନ ସହ ପାଳିତ ହୋଇଥିଲା। ସମ୍ବିଧାନର ପ୍ରଣେତା ଡ଼ଃ ଆମ୍ବେଦକରଙ୍କ ସାମାଜିକ ନ୍ୟାୟ, ସମାନତା ଓ ଦୁର୍ବଳ ଶ୍ରେଣୀଙ୍କ ସଶକ୍ତିକରଣ ପାଇଁ ତାଙ୍କର ଅପୂର୍ବ ଅବଦାନକୁ ଗଭୀର ଶ୍ରଦ୍ଧା ସହ ସ୍ମରଣ କରାଯାଇଥିଲା।

ଏହି ଦିବସକୁ ସ୍ମରଣୀୟ କରିବା ପାଇଁ ଭୁବନେଶ୍ୱରର ରେଳ ସଦନରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଠାରେ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଡକ୍ଟର ଆମ୍ବେଦକରଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଆମ୍ବେଦକରଙ୍କ ଫୋଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ଏବଂ ଡ଼ଃ ଆମ୍ବେଦକରଙ୍କ ଆଦର୍ଶ ଓ ଦେଶଗଠନରେ ତାଙ୍କ ଅମର ଅବଦାନକୁ ପୁନଃସ୍ମରଣ କରିଥିଲେ।

ପୂର୍ବତଟ ରେଳପଥର ସମସ୍ତ ଡିଭିଜନ ସହିତ ବିଭିନ୍ନ ରେଳ ପ୍ରତିଷ୍ଠାନ, କାର୍ଯ୍ୟାଳୟ ଏବଂ ଷ୍ଟେସନରେ ମଧ୍ୟ ମହାପରିନିର୍ବାଣ ଦିବସ ପାଳନ କରାଯାଇଥିଲା। ଅଧିକାରୀ ଏବଂ କର୍ମଚାରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ଡକ୍ଟର ଆମ୍ବେଦକରଙ୍କ ଶିକ୍ଷା ଦ୍ୱାରା ଅନୁପ୍ରାଣିତ ସାମ୍ବିଧାନିକ ମୂଲ୍ୟବୋଧ, ସାମାଜିକ ସଦଦ୍ଭାବ ଏବଂ ଅନ୍ତର୍ଭୁକ୍ତିମୂଳକ ବିକାଶ ପ୍ରତି ସେମାନଙ୍କର ପ୍ରତିବଦ୍ଧତାକୁ ପୁନଃନିର୍ବାଣ କରିଥିଲେ।

ଡ଼ଃ ବି. ଆର୍. ଆମ୍ବେଦକର ପୂର୍ବତଟ ରେଳପଥ ମହାପରିନିର୍ବାଣ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026
Latest News

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.