Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭାର ଶୀତ ଅଧିବେସନ ଶେଷ, ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି
ଆଜିର ଖବର

ବିଧାନସଭାର ଶୀତ ଅଧିବେସନ ଶେଷ, ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି

December 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶୀତ ଅଧିବେସନ ଶେଷ
ଶୀତ ଅଧିବେସନ ଶେଷ, ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ବନ୍ଦ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ଆଗରୁ ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ଅତିରିକ୍ତ ବ୍ୟୟ ମଂଜୁରୀ ବିଲ ପାରିତ ହେବା ପରେ ଆଜି ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ରଖାଯାଇଛି। ଆଜି ଗୃହରେ ଶାସକଦଳର ସଚେତକ ଏ ନେଇ ଏକ ପ୍ରସ୍ତାବ ଆଣିଥିଲେ। ଗୃହରେ କୌଣସି ସରକାରୀ କାର୍ଯ୍ୟ ଦିବସ ନ ଥିବାରୁ ଗୃହକୁ ମୁଲତବି ଘୋଷଣା କରିବା ପାଇଁ ଅନୁରୋଧ କରିଥିଲେ। ଏହାପରେ ଗୃହ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ରହିଲା ବୋଲି ବାଚସ୍ପତି ଘୋଷଣା କରିଥିଲେ।

ଏଥର ଶୀତ ଅଧିବେସନରେ ୧୮ଟି କାର୍ଯ୍ୟ ଦିବସ ଥିଲା। ଏହା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ଚ ଚାଲିବାର ଥିଲା। ହେଲେ ମାତ୍ର ୧୧ ଦିନ ଗୃହ ଚାଲିବା ପରେ ବନ୍ଦ କରିଦିଆଯାଇଛି। ଏହି ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ କରିଥିଲେ। ଯାହା ଗତକାଲି ସୋମବାରରେ ପାରିତ ହୋଇଯାଇଛି।

 

Assembly 2025 Winter Session ବିଧାନସଭା ଶୀତ ଅଧିବେସନ ଶୀତ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026

ଆଜି ନବ ଯୌବନ ଦର୍ଶନ, ଦିନକ ପରେ ଶ୍ରୀଗୁଣ୍ଡିଚା, ସଜେଇ ହେଲାଣି ବଡ ଦାଣ୍ଡ

July 14, 2026
Latest News

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.