Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନରେ ବିସ୍ଫୋରଣ : 24 ମୃତ, 100 ଆହତ
ଆଜିର ଖବର

ଆଫଗାନିସ୍ତାନରେ ବିସ୍ଫୋରଣ : 24 ମୃତ, 100 ଆହତ

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
blast
blast

ଆଫଗାନିସ୍ତାନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 24 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 100ରୁ ଅଧିକ ଲୋକ ଆହତ ହୋଇଛନ୍ତି । କାବୁଲ ସ୍ଥିତ ପୋଲିସ୍‌ ମୁଖ୍ୟାଳୟରେ ବୁଧବାର ଘଟିଥିବା ଭୟଙ୍କର କାର୍‌ ବୋମା ବିସ୍ଫୋରଣରେ 24 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 100ରୁ ଅଧିକ ଆହତ ହୋଇଛନ୍ତି । ଆଫଗନିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀ ଓ୍ବାହିଦୁଲ୍ଲା ମେୟର 95 ଜଣ ଆହତ ହୋଇଥିବା ନେଇ ସୂଚନା ପ୍ରଦାନ କରିଥିଲେ । ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଏବଂ ଶିଶୁ ରହିଛନ୍ତି । ତାଲିବାନ ଆତଙ୍କୀ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025

Odisha Anganbadi: ବିଜେପି ସରକାର ଆସିବା ପରେ ରାଜ୍ୟରେ ବଢିଛି ୭୦ଟି ଅଙ୍ଗନବାଡି କେନ୍ଦ୍ର

September 21, 2025

Foreign Tourist: ଗତ ବର୍ଷ ଓଡିଶାକୁ ଆସିଛନ୍ତି ୫୩ ହଜାରରୁ ଅଧିକ ବିଦେଶୀ ପର୍ଯ୍ୟଟକ

September 21, 2025

ଆଜି ଭାରତ-ପାକିସ୍ତାନ ଲଢେଇ: ଜାଣନ୍ତୁ କିପରି ମାଗଣାରେ ଦେଖିବେ ସମ୍ପୂର୍ଣ୍ଣ ମ୍ୟାଚ୍?

September 21, 2025
Latest News

ଆଜି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କେତେବେଳେ ଆଉ କଣ କହିବେ…

September 21, 2025

Odisha Anganbadi: ବିଜେପି ସରକାର ଆସିବା ପରେ ରାଜ୍ୟରେ ବଢିଛି ୭୦ଟି ଅଙ୍ଗନବାଡି କେନ୍ଦ୍ର

September 21, 2025

Foreign Tourist: ଗତ ବର୍ଷ ଓଡିଶାକୁ ଆସିଛନ୍ତି ୫୩ ହଜାରରୁ ଅଧିକ ବିଦେଶୀ ପର୍ଯ୍ୟଟକ

September 21, 2025

ଆଜି ଭାରତ-ପାକିସ୍ତାନ ଲଢେଇ: ଜାଣନ୍ତୁ କିପରି ମାଗଣାରେ ଦେଖିବେ ସମ୍ପୂର୍ଣ୍ଣ ମ୍ୟାଚ୍?

September 21, 2025

Chai Pe Charcha: ଭୁବନେଶ୍ବରର ଏକ ଛକର ଚା ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.