Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନରେ ବିସ୍ଫୋରଣ : 24 ମୃତ, 100 ଆହତ
ଆଜିର ଖବର

ଆଫଗାନିସ୍ତାନରେ ବିସ୍ଫୋରଣ : 24 ମୃତ, 100 ଆହତ

August 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
blast
blast

ଆଫଗାନିସ୍ତାନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 24 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 100ରୁ ଅଧିକ ଲୋକ ଆହତ ହୋଇଛନ୍ତି । କାବୁଲ ସ୍ଥିତ ପୋଲିସ୍‌ ମୁଖ୍ୟାଳୟରେ ବୁଧବାର ଘଟିଥିବା ଭୟଙ୍କର କାର୍‌ ବୋମା ବିସ୍ଫୋରଣରେ 24 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 100ରୁ ଅଧିକ ଆହତ ହୋଇଛନ୍ତି । ଆଫଗନିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀ ଓ୍ବାହିଦୁଲ୍ଲା ମେୟର 95 ଜଣ ଆହତ ହୋଇଥିବା ନେଇ ସୂଚନା ପ୍ରଦାନ କରିଥିଲେ । ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଏବଂ ଶିଶୁ ରହିଛନ୍ତି । ତାଲିବାନ ଆତଙ୍କୀ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Latest News

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତକୁ ବର୍ଷକୁ ୩ କୋଟି ପର୍ଯ୍ୟନ୍ତ ଅନୁଦାନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.