Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ
ଆଜିର ଖବର

ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ

December 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ
ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବୈଠକ

ଭୁବନେଶ୍ୱର: ପୂର୍ବତଟ ରେଳପଥର ୫୬ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ ଆଜି ଭୁବନେଶ୍ୱରସ୍ଥିତ ରେଳ ସଦନରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାରକୁ ମଜବୁତ କରିବା ଏବଂ ଭାରତ ସରକାରଙ୍କ ସରକାରୀ ଭାଷା ନୀତିର ଦୃଢ ଭାବରେ ପାଳନ ସୁନିଶ୍ଚିତ କରିବା ପାଇଁ ପୂର୍ବତଟ ରେଳପଥର ନିରନ୍ତର ପ୍ରତିବଦ୍ଧତାକୁ ଏହି ବୈଠକରେ ଦର୍ଶାଯାଇଛି।

ଏହି ବୈଠକରେ ମହାପ୍ରବନ୍ଧକ ରେଳବାଇ ବ୍ୟବସ୍ଥାରେ ଯୋଗାଯୋଗ ମାନ ବୃଦ୍ଧି କରିବାରେ ରାଜଭାଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ସମସ୍ତ ଷ୍ଟେସନରେ ଷ୍ଟେସନ ସାଇନବୋର୍ଡ ଗୁଡିକ ସଠିକ୍, ତ୍ରୁଟି-ମୁକ୍ତ ଏବଂ ହିନ୍ଦୀରେ ସଠିକ୍ ଭାବରେ ପ୍ରଦର୍ଶିତ ହେବା ଆବଶ୍ୟକ, ଯାହା ଭାରତୀୟ ରେଳବାଇ-ଭାରତର ସର୍ବବୃହତ ସେବା ପ୍ରଦାନକାରୀ ସଂସ୍ଥା -ଏବଂ ଏହାର ମୂଲ୍ୟବାନ ଯାତ୍ରୀମାନଙ୍କ ମଧ୍ୟରେ ସ୍ପଷ୍ଟ ଏବଂ ପ୍ରଭାବଶାଳୀ ଯୋଗାଯୋଗ ସୁନିଶ୍ଚିତ କରିବା।

ଏହିଅବସରରେ, ଆବଶ୍ୟକୀୟ କୋଚ୍ ବୋର୍ଡ ସହିତ ସାଇନେଜ୍‌ଗୁଡିକର ମାନକ ତାଲିକା ସମ୍ବଳିତ ଏକ ବିଶେଷ ପୁସ୍ତିକା ଉନ୍ମୋଚନ କରାଯାଇଛି।

ଏହି ବୈଠକରେ ଆଲୋକ ସହାୟ, ପ୍ରଧାନ ମୁଖ୍ୟ ବିଦ୍ୟୁତ ଇଞ୍ଜିନିୟର ଓ ମୁଖ୍ୟ ରାଜଭାଷା ଅଧିକାରୀଙ୍କ ସମେତ ବିଭାଗର ପ୍ରମୁଖ ମୁଖ୍ୟମାନେ ଯୋଗ ଦେଇଥିଲେ।

କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ପୂର୍ବତଟ ରେଳପଥ ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ
Share. Facebook Twitter LinkedIn Email WhatsApp Copy Link

Related Posts

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026
Latest News

BCCIର ସମ୍ଭାବ୍ୟ 2026 କେନ୍ଦ୍ରୀୟ ଚୁକ୍ତି: ରୋହିତ, ବିରାଟଙ୍କୁ ଲାଗିପାରେ ଝଟକା

January 1, 2026

ବିମାନ ଉଡ଼ାଣ ପୂର୍ବରୁ ମଦ୍ୟପାନ କରିବା ମହଙ୍ଗା ପଡିଲା; ଏୟାର ଇଣ୍ଡିଆର ପାଇଲଟ୍ ଅଟକ

January 1, 2026

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026

ଆଣ୍ଟିବାୟୋଟିକର ବ୍ୟବହାର ନେଇ ସଚେତନ କଲେ ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.