Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମରେ 4 ଉଲ୍‌ଫା ଉଗ୍ରବାଦୀ ଗିରଫ
ଆଜିର ଖବର

ଆସାମରେ 4 ଉଲ୍‌ଫା ଉଗ୍ରବାଦୀ ଗିରଫ

August 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ ପୋଲିସ ବୁଧବାର ୟୁନାଇଟେଡ ଲିବେରେଶନ ଫ୍ରଣ୍ଟ ଅଫ ଆସାମ (ଉଲ୍‌ଫା) ଉଗ୍ରବାଦୀ ସଂଗଠନର ୪ ଜଣ ସଦସ୍ୟଙ୍କୁ ଗିରଫ କରିଛି । ଦେବ୍ରୁଗଡ଼ ଏସପି ଏସ ଶଙ୍କରନ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି । ଗିରଫ ହୋଇଥିବା 4 ଜଣ ଅଭିଯୁକ୍ତ ଉଲ୍‌ଫା ସହିତ ସମ୍ପର୍କ ରଖିଥିବା ନେଇ ଏସପି ଏସ ଶଙ୍କରନ ସୂଚନା ଦେଇଛନ୍ତି । ଗିରଫ ଉଗ୍ରବାଦୀଙ୍କ ନିକଟରୁ ଗୋଟିଏ ଉଲ୍‌ଫା ପତାକା, ନକ୍ସଲ ସାମଗ୍ରୀ ଓ କିଛି ମୋବାଇଲ ଜବତ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.